ଆଜିଠୁ ୩ଦିନ ଶ୍ରୀମନ୍ଦିରରେ ଦେବ ଦୀପାବଳି

ପୁରୀ ଅଫିସ, ୩ା୧୨: ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ଅବସରରେ ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦ ତିଥିରେ ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିବେ। ଏହି ତିନିଦିନ ଶ୍ରୀଜଗନ୍ନାଥ ଶ୍ରାଦ୍ଧ ବେଶରେ ଭୂଷିତ ହୋଇ ବାମନ ରୂପରେ ସତ୍ୟଯୁଗର ଅଦିତି ଓ କଶ୍ୟପ, ଶ୍ରୀରାମ ରୂପରେ ତ୍ରେତୟା ଯୁଗର କୌଶଲ୍ୟା ଓ ଦଶରଥ ଏବଂ ଶ୍ରୀକୃଷ୍ଣ ରୂପରେ ଦେବକୀ ଓ ବସୁଦେବ ତଥା ଗୁଣ୍ଡିଚା ଓ ଇନ୍ଦ୍ରଦ୍ୟୁମ୍ନଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି। ଏନେଇ ଶ୍ରୀମନ୍ଦିରରେ ବିଶେଷ ନୀତି ସମ୍ପନ୍ନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...

୨ ଲକ୍ଷ କୋଟିର ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୩୦।୭(ବ୍ୟୁରୋ)-୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ଶନିବାର ବିଧାନସଭାରେ ଗୃହୀତ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ...

ପାଳିତ ମା’ଙ୍କ ପାଖରୁ ଉଦ୍ଧାର ହେଲେ ନାବାଳିକା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ୯ ବର୍ଷୀୟା ନାବାଳିକାକୁ ନେଇ ପାଳିତ ଦମ୍ପତି ଓ ଜନ୍ମିତ ମା’ବାପାଙ୍କ ମଧ୍ୟରେ ଲାଗିଥିବା ବିବାଦର ଅନ୍ତ ଘଟିବାକୁ ଯାଇଛି। ୪ ଦିନର କସରତ...

ସମସ୍ୟାରେ ବୁଡ଼ି ରହିଛି ଛତ୍ରପୁର ସହର: ସମାଧାନ ନ ହେଲେ ଜନ ଆନ୍ଦୋଳନ

ଛତ୍ରପୁର,୨୩ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ଦୀର୍ଘ ବର୍ଷ ହେଲା ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ା ଏ ସମ୍ପର୍କରେ ବିଭିନ୍ନ...

ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ

କେସିଙ୍ଗା,୨୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ ।...

ଶିମିଳିପାଳରୁ ଶମ୍ବର ଶିକାର: ୬ ଶିକାରୀ ଗିରଫ

ଠାକୁରମୁଣ୍ଡା,୧୪ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ବିଟ ଅନ୍ତର୍ଗତ ଶିମିଳିପାଳ ସଂଲଗ୍ନ ଡ଼ଙ୍ଗାଡିହା ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ କର୍ମଚାରୀମାନେ ୬...

ହ୍ବାଟ୍ସଆପ୍‌ରେ ପାଠପଢ଼ିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠପ୍‌ ହୋଇଯାଇଛି। କେତେକ ଘରୋଇ ସ୍କୁଲ୍‌ରେ ଅନ୍‌ଲାଇନ୍‌ ଜରିଆରେ ପାଠପଢ଼ା ଯାଉଛି।...

ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର

ଦେବଗଡ଼, ୭ା୧୨(ଡ଼ି.ଏନ୍‌.ଏ.) – ଦେବଗଡ଼ରେ ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ନଗର ସଭାପତି ଦିବ୍ୟଶଙ୍କର ଖୁଣ୍ଟିଆଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ...

Advertisement
Archives

Model This Week