ଆଜିଠୁ ୩ଦିନ ଶ୍ରୀମନ୍ଦିରରେ ଦେବ ଦୀପାବଳି

ପୁରୀ ଅଫିସ, ୩ା୧୨: ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ଅବସରରେ ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦ ତିଥିରେ ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିବେ। ଏହି ତିନିଦିନ ଶ୍ରୀଜଗନ୍ନାଥ ଶ୍ରାଦ୍ଧ ବେଶରେ ଭୂଷିତ ହୋଇ ବାମନ ରୂପରେ ସତ୍ୟଯୁଗର ଅଦିତି ଓ କଶ୍ୟପ, ଶ୍ରୀରାମ ରୂପରେ ତ୍ରେତୟା ଯୁଗର କୌଶଲ୍ୟା ଓ ଦଶରଥ ଏବଂ ଶ୍ରୀକୃଷ୍ଣ ରୂପରେ ଦେବକୀ ଓ ବସୁଦେବ ତଥା ଗୁଣ୍ଡିଚା ଓ ଇନ୍ଦ୍ରଦ୍ୟୁମ୍ନଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି। ଏନେଇ ଶ୍ରୀମନ୍ଦିରରେ ବିଶେଷ ନୀତି ସମ୍ପନ୍ନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri