ସାକ୍ଷୀଗୋପାଳ ମନ୍ଦିରରେ ଦେବ ଦୀପାବଳି, ଦିପଦାନ କରି ମାତା ପିତାଙ୍କୁ ଶ୍ରଦ୍ଧାର୍ପଣ କଲେ…

ସାକ୍ଷୀଗୋପାଳ ୨୧।୧୧ (କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ) ପରମ୍ପରା କ୍ରମେ ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଦେବ ଦୀପାବଳି ଉପଲକ୍ଷେ ଦୀପଦାନ କରାଯାଇଛି। ସନ୍ଧ୍ୟା ଆରତି ପରେପରେ ମନ୍ଦିର ଚୁଡ଼ା କୁ ମହାଦେବ ଉଠିଥିଲା। ସେହିପରି ଗର୍ଭଗୃହ, ମହାଲକ୍ଷ୍ମୀ, ଗରୁଡ଼ ଓ ଅରୁଣ ସ୍ତମ୍ଭ, ମଦନ ମୋହନ ମନ୍ଦିର, ବରାହ, ନୃସିଂହ, ବାମନ, ଅଁଳା, ତମାଳ ବୃକ୍ଷ, ମହାଦେବ, ପାଦପଦ୍ମ, ତୁଳସୀ ଚଉରା, ସ୍ନାନବେଦୀ, ଜଗମୋହନ, ଗଣେଶ, ନବଗ୍ରହ, ଗୁମୁଟ ଗଣେଶ, ମହାବୀର, ବୃନ୍ଦାବତୀ, ସୂର୍ଯ୍ୟ ନାରାୟଣ, ସିଂହଦାର, ଶ୍ରୀରାମ ମନ୍ଦିର, ଅଲଗା ମହାବୀର, ତ୍ରିନାଥ ମଣ୍ଡପ, ସେବାୟତ ସଂଘ କାର୍ଯ୍ୟାଳୟ, ମହାବୀର ଜାଗା, ମାଳେଶ୍ବରୀ, ଘୁମେଇ, ହରଚଣ୍ଡୀ, ଜାଗେଶ୍ବରୀ, ଅନନ୍ତେଶ୍ବର, ରତ୍ନେଶ୍ବର, ମଉଁନେଇ, ସିଦ୍ଧ ମହାବୀର, ସିଦ୍ଧ ବକୁଳ ଦେବ ଆଦି ଦେବାଦେବୀଙ୍କ ନିକଟରେ ଦୀପଦାନ କରାଯାଇଥିଲା। ସାକ୍ଷୀଗୋପାଳ ମନ୍ଦିର ମାଳି ସେବାୟତ ମନ୍ଦିର ପରିସର ରେ ଦୀପ ପ୍ରସ୍ତୁତ କରି ପ୍ରଜ୍ବଳନ କରିଥିଲେ। ଦେବ ଦୀପାବଳି ର ଅନ୍ତିମ ସାରେ ନନ୍ଦ, ଯଶୋଦା ଓ ବସୁଦେବ, ଦେବକୀ ଙ୍କ ଉଦ୍ଦେଶ୍ୟ ରେ ଶ୍ରଦ୍ଧାର୍ପଣ ନିମନ୍ତେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଏ ବୋଲି ମନ୍ଦିର ସେବାୟତ ବିଶ୍ବନାଥ ମହାପାତ୍ର କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଉପରେ ଜାରି ରହିବ କଡ଼ା ଆଭିମୁଖ୍ୟ: ଏସ୍‌ପି

ଛତ୍ରପୁର,୨୪ା୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଚୋରି, ଡକାୟତି, ଦାଦାବଟି ଭଳି ୧୨ଟି ଆପରାଧିକ ମାମଲାରେ ସଂଶ୍ଳିଷ୍ଟ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁରୁଷୋତ୍ତମପୁର ଥାନା…

ଚାଷଜମିକୁ ଯାଇଥିଲେ ଚାଷୀ, ଚୋଟ ମାରିଲା ସାପ, ଘରକୁ ଫେରିବା ପରେ…

ବଞ୍ଚୋ,୨୪ା୭(ପ୍ରଦୋଷ ବିଶ୍ୱାଳ): ଜଣେ ଚାଷୀ ଚାଷଜମିକୁ ଯାଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଥିବା ନେଇ ପରିବାର ଲୋକେ ସନ୍ଦେହ କରିଛନ୍ତି। ଆନନ୍ଦପୁର ଥାନା ବଞ୍ଚୋ ଗାଁର ଅନାମ…

ମେଡିକାଲରେ ପଶି ଭଙ୍ଗାରୁଜା, ମୁଖ୍ୟ ଅଭିଯୁକ୍ତ ଗିରଫ, ପୂର୍ବରୁ ରହିଛି ଏସବୁ କେସ୍‌…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ବଡ଼ ବଜାରସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଅସାମାଜିକ ଯୁବକ ମେଡିକାଲ ଭିତରେ ପଶି ମେଡିକାଲ ଅଫିସର ଏବଂ ଆୟୁଷ ଡାକ୍ତରଙ୍କ…

ପ୍ରଥମଥର ପୁରୁଷୋତ୍ତମପୁର ପୋଲିସର ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ଏନ୍‌କାଉଣ୍ଟର

ପୁରୁଷୋତ୍ତମପୁର,୨୪।୭(ସବିତା ମିଶ୍ର): ଗଞ୍ଜାମ ଜିଲାରେ ପୁଣି ଏନକାଉଣ୍ଟର । ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ପ୍ରଥମଥର ଏନକାଉଣ୍ଟର କରାଯାଇଥିଲା । ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ…

ବତିଘର ପଞ୍ଚାୟତକୁ ମିଳିଲା ମୋବାଇଲ ଆମ୍ବୁଲାନ୍ସ: ଡୋର୍‌ ଟୁ ଡୋର୍‌ ସ୍କ୍ରିନ୍‌ ଟେଷ୍ଟ କରିବେ ସ୍ବାସ୍ଥ୍ୟ କର୍ମଚାରୀ

ମହାକାଳପଡ଼ା,୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଆଇଲାଣ୍ଡ ବତିଘର ପଞ୍ଚାୟତକୁ ନାହିଁ ଯାତାୟାତ ବ୍ୟବସ୍ଥା। ଫଳରେ ପଞ୍ଚାୟତ ଅଧୀନ ୧୦ଟି ଗାଁରେ…

ଅଭିଶପ୍ତ ଜୀବନ ବିତାଉଛନ୍ତି କୁମିଆପାଲିର ଉମାଙ୍କ ପରିବାର: କବାଟ ବନ୍ଦ କରି ରହିବାକୁ ପଡୁଛି

ବଲାଙ୍ଗୀର,୨୪ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କୁମିଆପାଲି ଗଁା ଏବେ ଚର୍ଚ୍ଚାରେ ରହିଛି। ଲୋୟର ସୁକ୍‌ତେଲ ଡ୍ୟାମ୍‌ର ଠେଲା ପାଣିରେ ଆଉ ଅଳ୍ପ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri