ଜାତୀୟ ସ୍କେଟିଂରେ ଦେବାଂଶଙ୍କୁ ସ୍ବର୍ଣ୍ଣ

ଢେଙ୍କାନାଳ ଅଫିସ, ୪ା୭: ଜାତୀୟ ଦ୍ୱିତୀୟ ର଼୍ୟାଙ୍କିଙ୍ଗ୍‌ ରୋଲର ସ୍କେଟିଂ ପ୍ରତିଯୋଗିତାର ସବ୍‌ଜୁନିୟର ବର୍ଗ (୧୧ରୁ ୧୪ବର୍ଷ)ରେ ସ୍ବର୍ଣ୍ଣପଦକ ଜିତି ଢେଙ୍କାନାଳର ଗୌରବ ବଢ଼ାଇଛନ୍ତି ଏ.ଆର୍‌. ଦେବାଂଶ। ଗତ ଜୁନ୍‌ ୧୭ରୁ ୧୯ ତାରିଖ ଯାଏ ରାୟପୁର ସାରୋନାସ୍ଥିତ କ୍ରିଷ୍ଣା ପବ୍ଲିକ ସ୍କୁଲ ପରିସରରେ ରୋଲର୍ସ ସ୍କେଟିଂ ଫେଡେରେଶନ ଅଫ୍‌ ଇଣ୍ଡିଆ ପକ୍ଷରୁ ଏହି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ୧୦୦୦ ମିଟର ଟ୍ରାକ୍‌ ଦୌଡ଼ରେ ଦେବାଂଶ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ସ୍ଥାନୀୟ କୁଞ୍ଜକାନ୍ତ ଅଞ୍ଚଳର ବାପା ଅଜୟ ଭୂଷଣ ସାହୁ ଏବଂ ମା’ ରଶ୍ମିତା ରାଉତଙ୍କ ଏକମାତ୍ର ପୁଅ ଦେବାଂଶ ଭୁବନେଶ୍ୱରସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ୭ମ ଶ୍ରେଣୀ ଛାତ୍ର। ଆଗାମୀ ଦିନରେ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଧିକରୁ ଅଧିକ ପଦକ ଜିତିବାକୁ ସେ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ହଲ୍‌ରୁ ମିଳିଲା ମୋବାଇଲ

ପରଜଙ୍ଗ, ୨୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଆଳୋସ୍ଥିତ ଅଷ୍ଟଶମ୍ଭୁ ବିଦ୍ୟାନିକେତନ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବୁଧବାର ଏକ ମୋବାଇଲ ଫୋନ୍‌ ଜବତ ହେବା...

ଭାଜପା ଦଖଲରେ ପରଜଙ୍ଗ

ପରଜଙ୍ଗ, ୧୩।୩(ଡି.ଏନ୍‌.ଏ.): ଦୀର୍ଘ ୨୦ବର୍ଷ ପରେ ବଦଳିଛି ଢେଙ୍କାନାଳ ଜିଲା ପରଜଙ୍ଗ ପଞ୍ଚାୟତ ସମିତିର ରାଜନୈତିକ ସମୀକରଣ। ବିଜେଡି ଗଡ଼ ଭାବେ ପରିଚିତ ଏହି ବ୍ଲକର ସମିତି...

ଜଙ୍ଗଲରେ ଚଲାଇଥିଲେ ଆଶ୍ରମ, ବାନ୍ଧିନେଲା ପୋଲିସ

ପରଜଙ୍ଗ,୨୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମୁକ୍ତାପଶି ଫରେଷ୍ଟ ସେକ୍ସନ କଙ୍କିଳି କୁଣ୍ଡଖୋଲ ସରଂକ୍ଷିତ ଜଙ୍ଗଲ ଜମି ଅକ୍ତିଆର ଓ ବନ୍ୟଜନ୍ତୁ ଶିକାର ଅଭିଯୋଗରେ ବୁଧବାର ଖଣ୍ଡିଆ ବାବାଙ୍କୁ...

୧୫ରୁ ନେପାଳରେ ଅନ୍ତର୍ଜାତୀୟ ପ୍ରବାସୀ ଓଡ଼ିଆ ସମାବେଶ: ଓଡ଼ିଶାରୁ ଯାତ୍ରାକଲେ ୨୦ ଜଣିଆ ଦଳ

ଢେଙ୍କାନାଳ ଅଫିସ, ୧୪ା୯ – ନେପାଳର ଆଧ୍ୟାତ୍ମିକ ସହର କାଠମାଣ୍ଡୁରେ ସେପ୍ଟେମ୍ବର ୧୫ରୁ ୩ଦିନ ଧରି ଆୟୋଜିତ ହେଉଛି ଅନ୍ତର୍ଜାତୀୟ ପ୍ରବାସୀ ଓଡ଼ିଆ ସମାବେଶ। ବିଶ୍ୱ...

ପର୍ଯ୍ୟଟନସ୍ଥଳୀରେ ହେଉ ହସ୍ତଶିଳ୍ପ ପ୍ରଦର୍ଶନ ବଜାର

ଢେଙ୍କାନାଳ ଅଫିସ, ୧୧।୬ ଢେଙ୍କାନାଳର ଇତିହାସ ଅନନ୍ୟ। ଗଡ଼ଜାତ ଆନ୍ଦୋଳନରେ ଏହି ଜିଲା ଦେଶବାସୀଙ୍କୁ ଆନ୍ଦୋଳିତ କରିଥିଲା। ଏଠାରେ ପର୍ଯ୍ୟଟନର ବିକାଶ ପାଇଁ ବ୍ୟାପକ ଭିତ୍ତିଭୂମି...

ବ୍ୟାଙ୍କ ଲୁଟ୍‌ ଉଦ୍ୟମ ବିଫଳ : ସାଇରନ ବାଜିବାରୁ ଛାଡ଼ି ପଳାଇଲେ ଲୁଟେରା

ଢେଙ୍କାନାଳ ଅଫିସ, ୨୪ା୬: ଢେଙ୍କାନାଳ ଗ୍ରାମ୍ୟ ବ୍ୟାଙ୍କ ମୁଖ୍ୟ ଶାଖାରୁ ରବିବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମବେଳେ ସାଇରନ୍‌ ବାଜିବାରୁ ଲୁଟେରାମାନେ ଛାଡ଼ି ପଳାଇଛନ୍ତି। ତାଲା...

ଦନ୍ତା ଆକ୍ରମଣରେ ଦୁଇ ଗୁରୁତର, ୫ ଆହତ; ଦୌଡ଼ିବା ବେଳେ କେନାଲରେ ଖସିପଡ଼ିଲା

ପରଜଙ୍ଗ,୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଚାନ୍ଦପୁର ଗାଁରେ ବୁଧବାର ଦନ୍ତାହାତୀ ଆତଙ୍କ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଦୁଇଜଣ...

ମୁରବିବିହୀନ ମହାବିରୋଡ ରେଞ୍ଜ

ପରଜଙ୍ଗ, ୧୮।୫(ଡି.ଏନ୍‌.ଏ.) – ସ୍ଥାୟୀ ରେଞ୍ଜ୍‌ ଅଧିକାରୀ ନ ଥିବାରୁ ମୁରବିବିହୀନ ହୋଇପଡ଼ିଛି ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌। ମୁକୁଳା ଜଙ୍ଗଲରେ କାଠ ମାଫିଆଙ୍କ ପତିଆରା...

Advertisement
Archives

Model This Week