ଗଞ୍ଜାମ ଆର୍‌ଟିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଦେବାଶିଷ ସ୍ବାଇଁ

ଛତ୍ରପୁର,୨୦।୮(ଦିଲୀପ ସାମଲ): ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) ଭାବେ ଇଂ ଦେବାଶିଷ ସ୍ବାଇଁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ସେ ପୂର୍ବରୁ ଢେଙ୍କାନାଳ ଏମ୍‌ଭିଆଇ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଏବେ ତାଙ୍କ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ପଦୋନ୍ନତି ହୋଇଛି l ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ଭାବେ ପୂର୍ବରୁ ଦାୟିତ୍ୱରେ ଥିବା ମାନସ ରଞ୍ଜନ ସାହୁଙ୍କ କେନ୍ଦୁଝର ଜିଲାକୁ ବଦଳି ହେବା ପରେ ବୁଧବାର ଦେବାଶିଷ ସ୍ବାଇଁ ନୂତନ ଆର୍‌ଟିଓ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି l ଗଞ୍ଜାମ ଜିଲାରେ ଦୁର୍ଘଟଣା ଯେମିତି ରୋକିବା ସହିତ ଲୋକଙ୍କ ମଧ୍ୟରେ ସଡ଼କ ସୁରକ୍ଷା ସଚେତନତା ଅଧିକ କରିବା ଉପରେ ଗୁରୁତ୍ୱ ଦେବେ ବୋଲି କହିଛନ୍ତି l ଏହା ସହ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲାରେ ବିଭିନ୍ନ କାର୍ଯ୍ୟକ୍ରମ ଯେପରି ସଠିକ ରୂପେ ପରିଚାଳନା କରାଯିବ ସେ ଦିଗରେ ଗୁରୁତ୍ୱ ଦେବେ ବୋଲି ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ସ୍ବାଇଁ ସୂଚନା ଦେଇଛନ୍ତି l ଆଜି ସେ କାର୍ଯ୍ୟରେ ଯୋଗଦେବା ପରେ କାର୍ଯ୍ୟାଳୟର ବହୁ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri