Posted inରାଜ୍ୟ

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି । ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଆଜି ଶେଷ ତାରିଖ ରହିଥିଲା ।  ରାଜ୍ୟ ସଭା ଉପନିର୍ବାଚନରେ ତାଙ୍କ ବିପକ୍ଷରେ କେହି ପ୍ରାର୍ଥୀପତ୍ର ଦାଖଲ କରି ନଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି ।

ପ୍ରକାଶଥାଉକି, ଗତ କିଛି ଦିନ ତଳେ ବିଜେଡି ଛାଡି ଭାଜପାରେ ଯୋଗଦେଇଥିଲେ ଦେବାଶିଷ । ଏହାପରେ ଦଳ ତାଙ୍କୁ ଭାଜପା ଉପନିର୍ବାଚନ ପାଇଁ ପ୍ରାର୍ଥୀ କରିଥିଲା । ଦେବାଶିଷ ସାମାନ୍ତରାୟ ରାଜ୍ୟ ସଭାକୁ ଯିବା ପରେ ଓଡ଼ିଶା ରାଜନୀତିରେ ସମୀକରଣ ବଦଳିବା ନେଇ ଚର୍ଚ୍ଚା ଜୋର୍ ଧରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?