ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ ମୁଁ ନିର୍ବାଚନ ଲଢ଼ିବି। ବରୀବାସୀ ମୋ’ ବଳ। ଦଳ ମୋ’ ପାଇଁ ବଡ଼ ନୁହେଁ। ବରୀବାସୀଙ୍କ ସେବା କରିବାକୁ ମୁଁ ନିର୍ବାଚନ ଲିଢ଼ିବି। ଦେବାଶିଷଙ୍କ ସୋସିଆଲ ମିଡିଆରେ ଏପରି ମନ୍ତବ୍ୟ ନେଇ ସେ ସ୍ବାଧୀନ ପ୍ରାର୍ଥୀ ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ଯଦି ଦେବାଶିଷ ବରୀରୁ ପ୍ରାର୍ଥୀ ହୁଅନ୍ତି ତେବେ ଏହା ନିଶ୍ଚିତ ପ୍ରଭାବ ପକାଇବ ବୋଲି ଆକଳନରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିଲେ ଦେବାଶିଷ। ଏବେ ଚର୍ଚ୍ଚା ହେଉଛି ସେ ଭାଜପା ଛାଡ଼ି ସ୍ବାଧୀନ ଭାବରେ ନିର୍ବାଚନ ଲଢ଼ି ପାରନ୍ତି। କାରଣ ଭାଜପାରୁ ଟିକେଟ୍‌ ନ ମିଳିବା ପରେ ଅସନ୍ତୋଷ ଥିବା ଦେବାଶିଷ ଆଜି ଏପରି କହିଛନ୍ତି। ଅନ୍ୟପକ୍ଷରେ ଗତକାଲି ବରୀରୁ ଉମେଶ ଜେନାଙ୍କୁ ଭାଜପା ପ୍ରାର୍ଥୀ କରିଥିବା ବେଳେ ଦଳ ପ୍ରତି ବିମୁଖ ହୋଇପଡ଼ିଛନ୍ତି ଦେବାଶିଷ। ତେବେ ଦେଖାଯାଉ ଦେବାଶିଷ କେଉଁ ଦଳରୁ ନିର୍ବାଚନ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri