ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୪।୬: ବିବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏ ନେଇ ସଜେଇ ହୋଇଛି ସ୍ନାନବେଦି। ଏପଟେ ଶ୍ରୀମନ୍ଦିର ରତ୍ନସିଂହାସନରେ ଓହ୍ଲାଇ ଆସିଛନ୍ତି ଦାରୁଦିଅଁ। ପହଣ୍ଡି କରି ସ୍ନାନମଣ୍ଡପ ବିଜେ ହେଲେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଲାଗି ହେବ। ଠାକୁରେ ସୁନା କୂଅର ସୁବାସିତ ଜଳରେ ସ୍ନାନ କରିବେ । ସ୍ନାନ ପରେ ହାତୀବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ସ୍ନାନଯାତ୍ରା ଦେଖିବା ସହ ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭ କରିବାର ସୁଯୋଗ ପାଉଥିବାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri