ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ ନୂତନ ନଳକୂପ ଖନନ କରାଯାଇଛି। ଏହାକୁ ନେଇ ଡବେରୀରେ ଖୁସିର ଲହରୀ ଖେଳିଯାଇଛି। ଅଞ୍ଚଳବାସୀ ତଥା ଗ୍ରାମ୍ୟ କମିଟି, ବିର୍ସାମୁଣ୍ଡା ଯୁବକ ସଂଘ, ଏସଏଚଜି ମାନେ ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥ ଏବଂ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ କ୍ଷୀରୋଦ ରାଉତଙ୍କୁ ସାଧୁବାଦ ଜଣାଇଛନ୍ତି।
ସୂଚନାଯୋଗ୍ୟ ଯେ, ଡବେରୀ ଅଞ୍ଚଳରେ ପିଇବା ପାଣିର ଘୋର ସଙ୍କଟକୁ ନେଇ ଅଞ୍ଚଳବାସୀ ଡବେରୀରୁ ପ୍ରାୟ ୩ କିମି ବ୍ଲକ କାର୍ଯ୍ୟାଳୟକୁ ଯାଇ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଥିଲେ। ଘଟଣାସ୍ଥଳରେ ସହକାରୀ ଯନ୍ତ୍ରୀ ରାଉତ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ତାଙ୍କ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ତାକୁ ପ୍ରଶାସନ ସମୟ ମଧ୍ୟରେ ପ୍ରତିଶୃତି ପାଳନ କରିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୫୦ବର୍ଷ ପରେ ଓଡ଼ିଶାକୁ ଆସୁଛି ମହାବିପଦ! ଡରାଇଲା ବିଶେଷଜ୍ଞଙ୍କ ଆକଳନ

ଭୁବନେଶ୍ୱର,୧୯।୫: ଆସୁଛି ସୁପର୍ ଏଲ-ନିନୋ, ଜୁନରୁ ହେବ ଆକ୍ଟିଭ । ପାଣିପାଗରେ ହୋଇପାରେ ବଡ଼ ଧରଣର ପରିବର୍ତ୍ତନ । ବିଶେଷଜ୍ଞ କହିଲେ ସୁପର ଏଲ-ନିନୋ ପ୍ରଭାବରେ ମୌସୁମି…

କୁମ୍ଭାରକାନି ପମ୍ପରେ ଅସମ୍ଭାଳ ଭିଡ଼: ପୋଲିସ ସାମ୍ନାରେ ନିୟମକୁ ଫୁ’, ବୋତଲ-ଜାର୍‌ରେ ବୋହିନେଲେ…

ଥୁଆମୂଳ ରାମପୁର, ୧୯।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ପେଟ୍ରୋଲ-LPG ସଙ୍କଟକୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ; ଆଗକୁ ଆହୁରି ବଢିବ ତେଲଦର!

ନୂଆଦିଲ୍ଲୀ,୧୯।୫: ବିଶ୍ୱ ବର୍ତ୍ତମାନ ଶକ୍ତି ସଙ୍କଟ ସହିତ ଜଡ଼ିତ ହେଉଛି। ଅନେକ ରାଷ୍ଟ୍ର ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର ଅଭାବ ଏବଂ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନେଇ…

ଓଡ଼ିଶାକୁ ବଡ଼ ବିପଦ, ଏଲନିନୋ ପ୍ରଭାବରେ ମାଡ଼ି ଆସୁଛି ମହା ପ୍ରଳୟ!

ଭୁବନେଶ୍ୱର,୧୯।୫: ପ୍ରଶାନ୍ତ ମହାସାଗରରେ ଜଳସ୍ତର ଉପରି ଭାଗର ତାପମାତ୍ରା ସ୍ବାଭାବିକଠାରୁ ୨ ଡିଗ୍ରୀ ଅଧିକ ରହିଲେ ଏଲ ନିନୋ ଆକ୍ଟିଭ ହୋଇଥାଏ। ଚଳିତବର୍ଷ ଏହି ତାପମାତ୍ରା ୨.୦…

ନିର୍ଣ୍ଣାୟକ ମୋଡ୍‌ରେ ବାଂଲାଦେଶ-ପାକିସ୍ତାନ ଦ୍ୱିତୀୟ ଟେଷ୍ଟ

ଢାକା,୧୯ା୫: ଘରୋଇ ବାଂଲାଦେଶ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ମଙ୍ଗଳବାର ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ପ୍ରଥମ ଇନିଂସରେ ବାଂଲାଦେଶ ୨୭୮ ରନ କରିଥିବା…

ଯୌତୁକ  ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଲେ ମହିଳା: ମୃତଦେହ ଜବତ

ଦିଗପହଣ୍ଡି ,୧୯|୫(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣା ଙ୍କ ଝିଅ ଉଷାରାଣୀ ମହାରଣା…

ସାଲିମା ମହିଳା ହକି ଦଳର ଅଧିନାୟିକା

ନୂଆଦିଲ୍ଲୀ,୧୮ା୫:ଆସନ୍ତା ଅଷ୍ଟ୍ରେଲିଆ ଟୁର୍‌ ପାଇଁ ପୁରୁଖା ମିଡ୍‌ଫିଲ୍ଡର ସାଲିମା ଟେଟେ ଭାରତୀୟ ମହିଳା ହକି ଦଳର ଅଧିନାୟିକା ମନୋନୀତ ହୋଇଛନ୍ତି। ଡିଫେଣ୍ଡର ଲାଲ୍‌ଥାଣ୍ଟଲୁଆଙ୍ଗିଙ୍କୁ ପ୍ରଥମ ଥର ଦଳରେ…

ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ: ବାର-ବେଞ୍ଚ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବାକୁ …

ପୁରୁଷୋତ୍ତମପୁର, ୧୯।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଓକିଲ ସଂଘ ସଭାପତି ପ୍ରକାଶଚନ୍ଦ୍ର ତ୍ରୀପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri