କରୋନାକୁ ହରାଇଲେ ଗୁରମିତ-ଦେବୀନା

ଟେଲି ଧାରା ବାହିକର ସବୁଠୁ ଚର୍ଚ୍ଚିତ ଯୋଡି ଗୁରମିତ ଚୌଧୁରୀ ଏବଂ ଦେବୀନା ବାନାର୍ଜି କରୋନାରୁ ସୁସ୍ଥ ହୋଇଛନ୍ତି। ତାଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏ ନେଇ ଉଭୟେ ମଙ୍ଗଳବାର ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ଗୁରମିତ ନିଜର ପୋଷା କୁକୁରକୁ ଧରି ଏକ ଫଟୋ ଶେୟାର କରିବା ସହ କହିଛନ୍ତି, ଏହି ଭୂତାଣୁକୁ ଆଦୌ ଅଣଦେଖା କରିବା ଉଚିତ ନୁହେଁ। ଉପଯୁକ୍ତ ପରିମାଣର ଖାଦ୍ୟପେୟ ସହିତ ଶାରୀରିକ ବ୍ୟାୟାମ ଓ ଯୋଗ ଉପରେ ଧ୍ୟାନ ଦେବା ଆବଶ୍ୟକ। ସବୁବେଳେ ମୁହଁରେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ପାଳନ କରନ୍ତୁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri