କରୋନାକୁ ହରାଇଲେ ଗୁରମିତ-ଦେବୀନା

ଟେଲି ଧାରା ବାହିକର ସବୁଠୁ ଚର୍ଚ୍ଚିତ ଯୋଡି ଗୁରମିତ ଚୌଧୁରୀ ଏବଂ ଦେବୀନା ବାନାର୍ଜି କରୋନାରୁ ସୁସ୍ଥ ହୋଇଛନ୍ତି। ତାଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏ ନେଇ ଉଭୟେ ମଙ୍ଗଳବାର ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ଗୁରମିତ ନିଜର ପୋଷା କୁକୁରକୁ ଧରି ଏକ ଫଟୋ ଶେୟାର କରିବା ସହ କହିଛନ୍ତି, ଏହି ଭୂତାଣୁକୁ ଆଦୌ ଅଣଦେଖା କରିବା ଉଚିତ ନୁହେଁ। ଉପଯୁକ୍ତ ପରିମାଣର ଖାଦ୍ୟପେୟ ସହିତ ଶାରୀରିକ ବ୍ୟାୟାମ ଓ ଯୋଗ ଉପରେ ଧ୍ୟାନ ଦେବା ଆବଶ୍ୟକ। ସବୁବେଳେ ମୁହଁରେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ପାଳନ କରନ୍ତୁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଆଙ୍କ ୧.୩୫ କୋଟିର ଝୁମ୍‌କା ଗାଏବ୍‌

ଅଭିନେତା ଅନିଲ କପୁରଙ୍କ ସାନ ଝିଅ ପ୍ରଯୋଜିକା ରିଆ କପୁରଙ୍କ ଝୁମ୍‌କା ଚୋରି ହୋଇଯାଇଛି। ମେଟ ଗାଲା ଇଭେଣ୍ଟ ପାଇଁ ସେ ଭଡ଼ା ନେଇଥିବା ହୀରା ଏବଂ…

୬୦ ବର୍ଷରେ ସାତଫେରା, ହୋଟେଲ ନୁହେଁ କି ମଣ୍ଡପ ନୁହେଁ, ଏଇଠି ଏହିଦିନ ଗୌରୀଙ୍କୁ ତୃତୀୟ ବିବାହ କରିବେ ଆମିର, ଜାଣନ୍ତୁ ତାରିଖ

ମୁମ୍ବାଇ,୨୦।୬: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ପୁଣି ଥରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଶିରୋନାମାରେ ଅଛନ୍ତି। ପ୍ରକୃତରେ, ଅଭିନେତା ଏବଂ ତାଙ୍କ ପ୍ରେମିକା ଗୌରୀ…

ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ କୋର୍ଟଙ୍କ ସମନ

ହାଇଦ୍ରାବାଦ,୧୯।୬: ହାଇଦ୍ରାବାଦ କୋର୍ଟ ପକ୍ଷରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ସମନ ଜାରି କରାଯାଇଛି। ସମନରେ ଅଭିନେତା ଅଲ୍ଲୁଙ୍କୁ ଆସନ୍ତା ୨୨ ତାରିଖରେ କୋର୍ଟରେ ହାଜର ହେବାକୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri