Posted inଜାତୀୟ

ଶହୀଦ୍‌ଙ୍କ ଋଣ ସୁଝିହେବ ନାହିଁ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୧୨: ଭାରତ ପାକିସ୍ତାନ ମଧ୍ୟରେ ୧୯୭୧ରେ ହୋଇଥିବା ଯୁଦ୍ଧରେ ଶହୀଦ୍‌ ହୋଇଥିବା ଯବାନଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶହୀଦ୍‌ଙ୍କ ଋଣ ସୁଝିହେବ ନାହିଁ। ଦେଶର ସୁରକ୍ଷା ଏବଂ ଅଖଣ୍ଡତା ପାଇଁ ପ୍ରାଣବଳୀ ଦେଇଥିବା ଶହୀଦ୍‌ଙ୍କୁ ଦେଶ କେବେ ଭୁଲି ପାରିବ ନାହିଁ ବୋଲି ସେ ଟୁଇଟ୍‌ କରି କହିଛନ୍ତି। ସେହିପରି ପ୍ରଧାନ ମନ୍ତ୍ରୀ ବିଜୟ ଦିବସ ଅବସରରେ ନ୍ୟାଶନାଲ ଓ୍ବାର ମେମୋରିଆଲଠାରେ ସ୍ବର୍ଣ୍ଣ ମଶାଲ ପ୍ରଜ୍ଜଳନ କରି ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ଅବସରରେ ସ୍ବର୍ଣ୍ଣିମ ବିଜୟ ବର୍ଷର ଲୋଗୋ ଲୋକାର୍ପିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?