ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି: ଭିନ୍ନକ୍ଷମ ଭକ୍ତଙ୍କ ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ,୨୦।୨ : ଭିନ୍ନକ୍ଷମ ଭକ୍ତ କିପରି ସୁରୁଖୁରୁରେ ଜଗା ଦର୍ଶନ ପରିପାରିବେ ଏନେଇ ମଙ୍ଗଳବାର ଛତିଶା ନିଯୋଗ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ଶ୍ରୀମନ୍ଦିର ନାଟ ମଣ୍ଡପ ମରାମତି ନେଇ ମଧ୍ୟ ଆଲୋଚନା ହୋଇଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଏଏସଆଇ ପକ୍ଷରୁ ନାଟମଣ୍ଡପ ମରାମତି କାର୍ଯ୍ୟ କରିବା ପାଇଁ ମହାପ୍ରଭୁଙ୍କ ସଅଳ ନୀତିକାନ୍ତି ଅନୁଷ୍ଠିତଷ୍ଠି ହେବ। ଏହି କ୍ରମରେ ରାତି ୨ଟାରୁ ଦ୍ବାରଫିଟା ହୋଇ ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ ହେବା ପରେ ରାତି ୧୧ଟାରେ ମହାପ୍ରଭୁଙ୍କ ପହୁଡ଼ ନୀତି ଅନୁଷ୍ଠିତ ହେବ। ଆସନ୍ତା ୨୩ ଅର୍ଥାତ୍‌ ଫେବୃଆରୀ ୨୩ରୁ ମାର୍ଚ୍ଚ ୧୯ମଧ୍ୟରେ ପ୍ରତିଦିନ ଅପରାହ୍ନ ୧ଟାରୁ ସଂଧ୍ୟା ୭ଟା ଯାଏଁ ଏଏସଆଇ ମରାମତି କାର୍ଯ୍ୟ ତଦାରଖ କରିବ। ଏହା ପରେ ଭକ୍ତମାନେ ଦୈନନ୍ଦିନ ଦର୍ଶନ କରିବା ଭଳି ମହାପ୍ରଭୁଙ୍କ ଦର୍ଶନ କରିପାରିବେ।

ଅନ୍ୟପଟେ ଏଏସଆଇ ସୁପରିଟେଣ୍ଡଣ୍ଟ କହିଛନ୍ତି, ନାଟମଣ୍ଡପର ବିମ୍‌ରେ ହୋଇଥିବା ଫାଟର ମରାମତି କରାଯିବ। ଷ୍ଟେନଲେସ ଷ୍ଟିଲରେ ନିର୍ମିତ ବିମ୍‌ରେ ଏହାକୁ ସପୋର୍ଟ ଦିଆଯିବ। ତେବେ ବର୍ଷା ଦିନେ ନାଟମଣ୍ଡପରେ ପାଣି ଗଳୁଥିବା ସ୍ଥାନ ଗୁଡିଗୁଡିକର ମରାମତି କରାଯାଇଛି। ନାଟମଣ୍ଡପ ଛାତରେ ଫାଟ ସୃଷ୍ଟିି ହୋଇଥିବା କେତେକ ପଥର ଗୁଡ଼ିିକୁ ବଦଳା ଯାଇଛି। ରତ୍ନଭଣ୍ଡାରର ବାହ୍ୟ ପାର୍ଶର ଉତ୍ତର ପଟ କାନ୍ଥରେ ସାମାନ୍ୟ ଫାଟ ଥିବା ଲେଜର ସ୍କାନିଂରୁ ଜଣାପଡିଥିବା କହିଛନ୍ତି ଏଏସାଆଇ ସୁପରିଟେଣ୍ଡେଣ୍ଟ।

ସେପଟେ ଭିନ୍ନକ୍ଷମ ଭକ୍ତଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ଖୁବଶୀଘ୍ର ଏକ ସ୍ବତନ୍ତ୍ର ବ୍ୟବସ୍ଥା ଆରମ୍ଭ ହେବ। ଭିନ୍ନକ୍ଷମ ଭକ୍ତମାନେ ସ୍ବେଚ୍ଛାସେବୀଙ୍କ ସହାୟତାରେ ଶ୍ରୀମନ୍ଦିର ଭିତରକୁ ଯାଇ କାଳିଆ ଠାକୁରଙ୍କ ଦର୍ଶନ କରିପାରିବେ। କାଠରେ ନିର୍ମିିତ ହୁଇଲ ଚେୟାର ମାଧ୍ୟମରେ ଏହି ବ୍ୟବସ୍ଥା ହେବ। ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ଭକ୍ତଙ୍କୁ ପ୍ରବେଶ କରାଯିବ। ତେବେ କେବଳ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ ପାଇଁ ଏହି ବ୍ୟବସ୍ଥା ରହିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri