Odisha Elections 2024

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ ଏକ ବୈଠକ କରି ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନେଇଛନ୍ତି। ୨୦୧୪ରୁ ମନ୍ତ୍ରୀ, ନେତା ତଥା ପ୍ରସାଶନକୁ ଗୁହାରି କରି ନିରାଶ ହେବା ପରେ ଏହି ନିଷ୍ପତ୍ତି ନେଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏହା ପୂର୍ବରୁ ଚାନ୍ଦୋପଲା ଓ ଝୋଲପଥର ଗ୍ରାମବାସୀ ସମାନ ସମସ୍ୟା ନେଇ ଭୋଟ ବର୍ଜନ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର...

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ...

ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା: ପୁନମ-ଦିପ୍ତିମୟୀ ଟପ୍ପର

ପୁରୁଷୋତ୍ତମପୁର, ୧୭।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri