Posted inରାଜ୍ୟ

ଓଡ଼ିଶାର ସ୍ବାର୍ଥ ଦୃଷ୍ଟି ରଖି ନିଆଯିବ ନିଷ୍ପତ୍ତି: ଦେବୀ ପ୍ରସାଦ ମିଶ୍ର

ଭୁବନେଶ୍ୱର,୬।୩: ନବୀନ ନିବାସରେ ଦଳର ଅନେକ ବରିଷ୍ଠ ନେତାଙ୍କୁ ନେଇ ବସିଥିବା ବୈଠକ ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର। ”ନବୀନଙ୍କ ନେତୃତ୍ବରେ ଓଡ଼ିଶା ସଫଳତା ପାଇ ଚାଲିଥିଲା ବେଳେ ଓଡ଼ିଶାର ସ୍ବାର୍ଥ ଦୃଷ୍ଟିରୁ ଯାହା ଆବଶ୍ୟକ ପଡ଼ିବ, ସେ ନିଷ୍ପତ୍ତି ନିଆଯିବ। ଓଡ଼ିଶାର ସ୍ବାର୍ଥ ପାଇଁ ବିଜେଡି ଆଗରୁ ଲଢ଼ି ଆସିଛି ଏବଂ ଆଗାମୀ ଦିନରେ ପଦକ୍ଷେପ ନେବ ବୋଲି ସେ କହିଛନ୍ତି।”

ବୁଧବାର ଅପରାହ୍ନରେ ବିଜେଡି ସୁପ୍ରିମୋ ତଥା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଦଳର ଅନେକ ନେତାଙ୍କ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସମାନ ସମୟରେ ଓଡିଶା ଵୃଷତଃ ନେତାମାନଙ୍କୁ ନେଇ ଦିଲ୍ଲୀରେ ବସିଥିଲା ଭାଜପାର ବୈଠକ। ଯାହାକୁ ନେଇ ଓଡ଼ିଶାରେ ଦୀର୍ଘ ୧୫ ବର୍ଷ ପରେ ପୁଣି ଥରେ ଭାଜପା ଏବଂ ବିଜେଡି ମଧ୍ୟରେ ବୈଠକ ହେବ ବୋଲି ଆଲୋଚନ ଜୋର ଧରିଥିଲା।

ଏହାରି ମଧ୍ୟରେ ନବୀନ ନିବାସରେ ପୁଣିଥରେ ଆରମ୍ଭ ହୋଇଥିଲା ବୈଠକ। ଦ୍ୱିତୀୟ ପର୍ଯ୍ୟାୟ ବୈଠକ ପରେ ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri