ଫଳନ୍ତି ଗଛର ମୂଲ୍ୟ ଘୋଷଣା

କୁଜଙ୍ଗ,୨୯ା୧୨(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ପାନବରଜ ଭଙ୍ଗା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ, ଗଛ ଚିହ୍ନଟ ପ୍ରକ୍ରିୟା ଆଗେଇ ଚାଲିଛି। ଶୁକ୍ରବାର ପ୍ରକଳ୍ପ ନିମନ୍ତେ ଫଳନ୍ତି ଗଛର ମୂଲ୍ୟ ନିର୍ଦ୍ଧାରଣ କରାଯାଇ କ୍ଷତିଗ୍ରସ୍ତଙ୍କୁ ଦିଆଯିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରଯାଇଛି। ଉଦ୍ୟାନ ବିଭାଗ ପକ୍ଷରୁ ୨୦୨୧ ମେ ମାସର ସର୍ଭେକୁ ନେଇ ଏହି ମୂଲ୍ୟ ସ୍ଥିର କରାଯାଇଛି। ଏଥିରେ ମୁଖ୍ୟତଃ ବର୍ଷକର କାଜୁଗଛର ମୂଲ୍ୟ ସର୍ବନିମ୍ନ ୪୧୫ଟଙ୍କା ଥିବା ବେଳେ ସର୍ବାଧିକ ୯୫୧୦ଟଙ୍କା ରହିଛି। ସେହିପରି ଆମ୍ବ ଗଛର ସର୍ବନିମ୍ନ ମୂଲ୍ୟ ୯୬୭ଟଙ୍କା ଓ ସର୍ବାଧିକ ୧୨,୭୯୦ଟଙ୍କା, ନଡିଆଗଛର ସର୍ବନିମ୍ନ ମୂଲ୍ୟ ୧୪୦୫ ଟଙ୍କା ଓ ସର୍ବାଧିକ ୮୧୧୦ଟଙ୍କା, ସଜନା ଗଛର ସର୍ବନିମ୍ନ ମୂଲ୍ୟ ୨୬୪ଟଙ୍କା ଓ ସର୍ବାଧିକ ୧୧୦୪ଟଙ୍କା, ପଣସ ଗଛର ସର୍ବନିମ୍ନ ମୂଲ୍ୟ ୧୦୭୮ଟଙ୍କା ଓ ସର୍ବାଧିକ ୯୮୪୪ଙ୍କା ଏବଂ ଜାମୁଗଛର ସର୍ବନିମ୍ନ ମୂଲ୍ୟ ୧୭୫ଟଙ୍କା ଓ ସର୍ବାଧିକ ୪ହଜାର ଟଙ୍କା ରଖାଯାଇଛି। ଏବେ ହତା ଭିତରେ ଥିବା ଗଛଗୁଡ଼ିକର ଚିହ୍ନଟ ପ୍ରକ୍ରିୟା ଚାଲିଛି। ଏହାପରେ ଜଙ୍ଗଲ କମିଟିର ଗଛ ଚିହ୍ନଟ ଆରମ୍ଭ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri