ଶେୟାର ବଜାର କାରବାରରେ ହ୍ରାସ

ନୂଆଦିଲ୍ଲୀ,୧୪।୯ (ଅଭୟ ଦାଶ): ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୭୨ (୭୧.୭୭) ପଏଣ୍ଟ କମି ୮୨,୮୯୧ (୮୨,୮୯୦.୯୪) ଅଙ୍କରେ କାରବାର ବନ୍ଦ କରିଥିଲା।

ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୩୨ (୩୨.୪୦) ପଏଣ୍ଟ ହ୍ରାସ ଘଟି ୨୫,୩୫୬ (୨୫,୩୫୬.୫୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri