ଶେୟାର ବଜାର କାରବାରରେ ହ୍ରାସ

ଭୁବନେଶ୍ୱର,୩୧।୧: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୮୦୨ (୮୦୧.୬୭) ପଏଣ୍ଟ ଖସି ୭୧,୧୪୦ (୭୧,୧୩୯.୯୦) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୨୧୫(୨୧୫.୫୦) ପଏଣ୍ଟ ହ୍ରାସ ଘଟି ୨୧,୫୨୨ (୨୧,୫୨୨.୧୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri