Posted inଜାତୀୟ

ବିଗୁଡୁଛି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୩୧।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବେଳକୁ ବେଳ ବିଗିଡିବାରେ ଲାଗୁଛି। ରବିବାର ଅପେକ୍ଷା ସୋମବାର ସେ ଆହୁରି ଅଧିକ ଅସୁସ୍ଥ ହୋଇ ପଡିଥିବା ସୂଚନା ଦେଇଛନ୍ତି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍‌। ଫୁସ୍‌ଫୁସ୍‌ରେ ସଂକ୍ରମଣ ଯୋଗୁ ସେ ଏବେ ଗୁରୁତର ଅସୁସ୍ଥ ହୋଇ ପଡିଥିବା କୁହାଯାଇଛି। ଭେଣ୍ଟିଲେଟରରେ ଥାଇ ତାଙ୍କର ଚିକିତ୍ସା କରାଯାଉଛି। ଦିଲ୍ଲୀର ଆର୍ମି ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୧୦ରେ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଥିଲେ କି ସେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏହାପରେ ତାଙ୍କର ବ୍ରେନ୍‌ ସର୍ଜରୀ ସହ କରୋନାର ଚିକିତ୍ସା ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ…

ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍‌ ବନ୍ଦ

ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ…

ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ

ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ…

ଅଲଗା ହେବେ ଗୌରବ ଖାନ୍ନା-ଆକାଂକ୍ଷା ଚମୋଲା, ସାମ୍ନାକୁ ଆସିଲା ଛାଡ଼ପତ୍ରର ଅସଲ କାରଣ!

ମୁମ୍ବାଇ: ଅଲଗା ହେବେ ଟେଲିଭିଜନ ଦୁନିଆର ଆଉ ଏକ ପ୍ରିୟ ଦମ୍ପତି। ଅଭିନେତ୍ରୀ ଆକାଂକ୍ଷା ଚମୋଲା ଏବଂ ଅଭିନେତା ତଥା ବିଗ୍‌ବସ୍‌ ବିଜେତା ଗୌରବ ଖାନ୍ନାଙ୍କ ସମ୍ପର୍କରେ…

କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ…

ଶିଶୁକନ୍ୟାର ମୁଣ୍ଡ ଉପରେ ଚଢ଼ିଗଲା ମିନିଟ୍ରକ୍‌

ନବରଙ୍ଗପୁର,୨୮ା୬(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟରୁ ଆସିଛି ଏକ ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ ଖବର। ୪ ବର୍ଷର ଏକ ଶିଶୁକନ୍ୟାଙ୍କ ଉପରେ ଚଢ଼ିଗଲା ମିନିଟ୍ରକ୍‌।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri