କମୁଛି କରୋନା ଗ୍ରାଫ୍‌ : ଅଳ୍ପ ଦିନ ଭିତରେ ସମ୍ପୂର୍ଣ୍ଣ ଭଲ ସ୍ଥିତିକୁ ଫେରିବା

ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣର ଗତି ଲଗାତାର ଭାବେ କମି ଚାଲିଛି । ଏହାକୁ ମାାନିଲେ ଆଗକୁ ଏହି ଟ୍ରେଣ୍ଡ ଜାରି ରହିବ। ବହୁତ ଅଳ୍ପ ଦିନ ଭିତରେ ଆମେ ସମ୍ପୂର୍ଣ୍ଣ ଭଲ ସ୍ଥିତିକୁ ଆସିବା ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ସଂକ୍ରମଣର ଚେନକୁ ଭାଙ୍ଗିବା ପାଇଁ ସ୍ବାସ୍ଥ୍ୟ ବିଭାଗର ନିୟମ କହୁଛି ଭିଡ଼ କରିବା ନାହିଁ କି ଭିଡ଼ କୁ ଯିବା ନାହିଁ । ପାନ୍‌ଡେମିକ ରୁଲ କହୁଛି ଧୀରେ ଧୀରେ କଟକଣା କୋହଳ ହେବା ଦରକାର । ପ୍ରଥମ ପର୍ଯ୍ୟାୟରେ ସରସ୍ବତୀ ପୂଜାକୁ ଅନୁମତି ଦିଆଯାଇଛି । ପରେ ପୁଣି ସ୍କୁଲ ପାଇଁ ସରକାର ନିଷ୍ପତି ନେବେ । ଆମକୁ ସତର୍କ ହେବାକୁ ପଡ଼ିବ । ଯାହାଦ୍ୱାରା କରୋନା ସଂକ୍ରମଣ କମିବ ।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri