କମୁଛି ସଂଖ୍ୟା: ରାଜ୍ୟରେ ୯୮୭ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାକୁ ପଛରେ ପକାଇଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୯୮୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୭୮୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ସର୍ବାଧିକ ୧୦୭ ଆକ୍ରାନ୍ତ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା, ଅନୁଗୋଳରୁ ୮୬ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୫, ବରଗଡ଼ରୁ ୩୧ , ଭଦ୍ରକରୁ ୪, ବଲାଙ୍ଗୀରରୁ ୪୩, ବୌଦ୍ଧରୁ ୭, କଟକରୁ ୮୫ , ଦେବଗଡ଼ରୁ ୨, ଢେଙ୍କାନାଳରୁ ୨୨, ଗଞ୍ଜାମ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୪୫, ଯାଜପୁରର୨୭ , ଝାରସୁଗୁଡ଼ାରୁ ୩୪, କଳାହାଣ୍ଡିରୁ ୨୩ , କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୬୦, କେନ୍ଦୁଝରରୁ ୩୦, କୋରାପୁଟରୁ ୭, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୮୪ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨୨ , ନୟାଗଡ଼ରୁ ୧୧, ନୂଆପଡ଼ାରୁ ୪୧, ପୁରୀରୁ ୨୯, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୭ ଓ ସୁବର୍ଣ୍ଣପୁରରୁ ୯ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୦୩୭୮୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୫୮୪ ଚିକିତ୍ସାଧୀନ ଅଛନ୍ତି। ୨୮୯୬୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri