ଦିନେ କମୁଛି ଦିନେ ବଢ଼ୁଛି : ଆଜି ରାଜ୍ୟରେ ୨୨୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୯ହଜାର ୧୦୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ୨, ବାଲେଶ୍ୱରରୁ ୧, ବରଗଡ଼ରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୩, କଟକରୁ ୧୭, ଢେଙ୍କାନାଳରୁ ୧, ଗଞ୍ଜାମ ୫, ଜଗତ୍‌ସିଂହପୁରରୁ ୪, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୨୧, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨, ପୁରୀରୁ ୧୦, ଓ ରାୟଗଡ଼ାରୁ ୩ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୧୧, ସୁବର୍ଣ୍ଣପୁରରୁ ୨, ଓ ସୁନ୍ଦରଗଡ଼ରୁ ୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri