ଘର ସଜାନ୍ତୁ ଏମିତି

ଘରକୁ ସୁନ୍ଦରଭାବେ ସଜାଇବା ପାଇଁସମସ୍ତଙ୍କର ଇଚ୍ଛାରହିଥାଏ। ଏଥିପାଇଁ କିଏ ଇଣ୍ଡୋର ପ୍ଲାଣ୍ଟ ଉପରେ ଗୁରୁତ୍ୱ ଦିଅନ୍ତି ତ କିଏ ବିଭିନ୍ନ ଆସବାବପତ୍ର କିଣି ଘରେ ରଖନ୍ତି। ତେବେ କେଉଁଭଳି ଉପାୟ କଲେ ଘରକୁ ଅନ୍ୟମାନଙ୍କଠାରୁ
ଟିକିଏ ଭିନ୍ନ ଲୁକ୍‌ ଦେଇପାରିବେ ସେ ନେଇ ଜାଣି ରଖନ୍ତୁ କିଛି ଟିପ୍ସ…

ଘରେ ବିଭିନ୍ନ ପ୍ରକାରର ପୁରୁଣା ଡିଜାଇନ୍‌ ବାସନ ରଖି ଘରକୁ ଏକ ଭିନ୍ନ ଲୁକ୍‌ ଦେଇପାରିବେ। ଡ୍ରଇଁ ରୁମ୍‌ର ଟେବୁଲ ଉପରେ ରୟାଲ ଲୁକ୍‌ ଥିବା ଆସବାବପତ୍ର ରଖନ୍ତୁ।
ରୁପା କିମ୍ବା ପିତ୍ତଳରେ ତିଆରି ପୁରୁଣା ଡିଜାଇନର ଗ୍ଲାସ, ଜଗ୍‌, ଫୁଲଦାନୀ ଆଦି ରଖନ୍ତୁ। ଏପରି କରିବା ଦ୍ୱାରା ଘରର ଲୁକ୍‌ ଟିକିଏ ଭିନ୍ନ ମନେ ହେବ।
ଘରର ଚେୟାର, ସୋଫା ଆଦିକୁ ବିଭିନ୍ନ କଳାକୃତି ଡିଜାଇନର ତିଆରି କରନ୍ତୁ। ବିଭିନ୍ନ କଳାକୃତିଥିବା ଆସବାସପତ୍ର ଘରକୁ ରୟାଲ ଲୁକ୍‌ ଦେବ।
ସୋସିଆଲ ମିଡିଆରେ ଏବେ ଘରସଜ୍ଜା ନେଇ ବିଭିନ୍ନ ଫଟୋ ଓ ଭିଡିଓ ରହିଛି। ସେସବୁ ଦେଖି ଆପଣ ଆଇଡିଆ ନେଇପାରିବେ।
ଗୋଲ୍ଡେନ ଏବଂ ସିଲଭର କଲରଥିବା କ୍ୟାଣ୍ଡେଲ ଷ୍ଟାଣ୍ଡ, ଫୁଲଦାନୀ ଆଦି ରଖନ୍ତୁ। ଏହା ବ୍ୟତୀତ ମାଟିରେ ତିଆରି ବିଭିନ୍ନ ଡିଜାଇନ ତଥା ରଙ୍ଗର ସୁନ୍ଦର ସୁନ୍ଦର ଆସବାବପତ୍ର ଏବେ ବଜାରରେ ମିଳୁଛି। ଏସବୁ ଜିନିଷକୁ ଆପଣ ଘର ବାହାରେ ଗେଟ୍‌ ପାଖରେ କିମ୍ବା ବଗିଚା ଭିତରେ ରଖିପାରିବେ।
ମଧ୍ୟ ରଙ୍ଗବେରଙ୍ଗର ବିଭିନ୍ନ କଳାକୃତି ରହିଛି, ଯାହାକୁ ଆପଣ ଟେବୁଲ ଉପରେ ସଜ୍ଜାଇବା ସହ କାନ୍ଥରେ ବି ଟାଙ୍ଗିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?