ପ୍ଲାଷ୍ଟିକ ଫୁଲରେ ଘର ସଜାଉଥିଲେ ସାବଧାନ ହୋଇପାରେ ଏମିତି କ୍ଷତି

ବର୍ତ୍ତମାନ ସମୟରେ ଲୋକେ ବିଳାସପୂର୍ଣ୍ଣ ଭାବରେ ଜୀବନ ବିତାଇବାକୁ ଚାହାନ୍ତି। ଏ ନେଇ ଚାକଚକ୍ୟ ଜୀବନଶୈଳୀ ଆପଣାଇଥାନ୍ତି। ଅନେକ ଲୋକ ଅଛନ୍ତି ଯେଉଁମାନେ ଘର ସାଜସଜା ପାଇଁ ନକଲି ଜିନିଷକୁ ଆପଣାଇଥାନ୍ତି। ଯେପରିକି ପ୍ଲାଷ୍ଟିକ ଗଛ, ପ୍ଲାଷ୍ଟିକ୍‌ ଫୁଲା। ମାତ୍ର ବାସ୍ତୁ ଶାସ୍ତ୍ରରେ ଏହାକୁ କ୍ଷତି ବୋଲି ବିବେଚନା କରାଯାଏ। ଏପରି କରୁଥିବା ଲୋକଙ୍କ ଘରେ ନକରାତ୍ମକ ଶକ୍ତି ବଢ଼େ ବୋଲି ବିଶ୍ୱାସ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ…

ପ୍ଲାଷ୍ଟିକ ଅର୍ଥାତ ନକଲି ଉଦ୍ଭିଦ ଓ ଫୁଲରେ ଘର ସଜାଉଥିଲେ ଏହା ନକରାତ୍ମକ ଶକ୍ତି ବଢ଼ାଇଥାଏ। ସେଗୁଡିକୁ ଘରୁ ବାହାର କରାଯିବା ଉଚିତ।

ଗୁରୁବାର ଦିନ, ଗୋଲାପୀ ପଦ୍ମକୁ ଘରର ଉତ୍ତର ଦିଗରେ ରଖିବା ଦ୍ୱାରା ଧନ ବୃଦ୍ଧି ପାଇଥାଏ। ଏପରି କରିବା ପୂର୍ବରୁ, ଆପଣ ମା’ ଲକ୍ଷ୍ମୀଙ୍କୁ ଧ୍ୟାନ କରନ୍ତୁ।

ଟଙ୍କା ପାଖକୁ ଆସୁ ନଥିଲେ ଘରର ଦରକାରୀ କାଗଜପତ୍ରକୁ ଉତ୍ତର-ପଶ୍ଚିମ ଦିଗରେ ରଖନ୍ତୁ। ପରେ ଏଥିରେ ପରିବର୍ତ୍ତନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri