ଦିଓ୍ବାଲିରେ କମିଲା ସ୍ମାର୍ଟଫୋନ ବିକ୍ରି

ନୂଆଦିଲ୍ଲୀ: ଦିପାବଳୀ ପର୍ଯ୍ୟନ୍ତ ସ୍ମାର୍ଟଫୋନ ବିକ୍ରି ଉନ୍ନତ ସ୍ଥିତିରେ ରହିଥିଲା। ମାତ୍ର ଏହା ପରଠାରୁ ବିକ୍ରିରେ ଦ୍ରୁତ ହ୍ରାସ ଦେଖାଯାଇଛି। ବିଶେଷଜ୍ଞ ଏବଂ ରିଟେଲରଙ୍କ ସୂଚନା ଅନୁଯାୟୀ ନଭେମ୍ବର ମାସରେ ସ୍ମାର୍ଟଫୋନ ବିକ୍ରି ୨୦ରୁ ୨୫% ହ୍ରାସ ଦେଖାଯାଇଛି। ଏକ ଜାତୀୟ ସ୍ମାର୍ଟଫୋନ ରିଟେଲ ଆସୋସିଏଶନ ମୁତାବକ, ଚଳିତ ବର୍ଷ ଦିପାବଳୀରେ କାରବାର ଆଶାନୁରୂପ ହୋଇନାହିଁ। ଦିଓ୍ବାଲୀରେ ଗତ ବର୍ଷ ତୁଳନାରେ ବିକ୍ରି ପ୍ରାୟ ୫୦% ଖସିଛି। କାଉଣ୍ଟର ପଏଣ୍ଟ ଟେକ୍ନୋଲୋଜି ମାର୍କେଟ ରିସର୍ଚ୍ଚ ରିପୋର୍ଟ ଅନୁସାରେ ଡିସେମ୍ବର ମାସରେ ମଧ୍ୟ ବିକ୍ରି ହ୍ରାସ ପାଇବ। ରିଟେଲରଙ୍କୁ ଦିଓ୍ବାଲିରେ କ୍ଷତି ସହିବାକୁ ପଡିଛି ବୋଲି ଏହି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: ନୀଟ୍-ୟୁଜି (NEET-UG) ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି।…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri