Odisha Elections 2024
Posted inଫୁରସତ

ଅଧିକ ମୋବାଇଲ ବ୍ୟବହାରରୁ ଶୁକ୍ରାଣୁ ହ୍ରାସ

ନୂଆଦିଲ୍ଲୀ: ନିକଟରେ ହୋଇଥିବା ଏକ ଅଧ୍ୟୟନ ମୋବାଇଲ ଫୋନ ବ୍ୟବହାର ଏବଂ ପୁରୁଷ ଶୁକ୍ରାଣୁ ସଂଖ୍ୟା ହ୍ରାସ ମଧ୍ୟରେ ସମ୍ଭାବ୍ୟ ଲିଙ୍କ୍‌କୁ ଅନୁଧ୍ୟାନ କରିଛି। ଗତ ଅର୍ଦ୍ଧଶତାବ୍ଦୀରେ ବିଶ୍ୱର ଶୁକ୍ରାଣୁ ସଂଖ୍ୟାରେ ୫୦ ପ୍ରତିଶତରୁ ଅଧିକ ହ୍ରାସ ଘଟିଥିବା ଦେଖାଯାଇଛି। ଯାହା ଅନୁସନ୍ଧାନକାରୀଙ୍କ ମଧ୍ୟରେ ଉଦ୍‌ବେଗ ସୃଷ୍ଟି କରିଛି। ୧୮ରୁ ୨୨ ବର୍ଷ ବୟସର ଯୁବକଙ୍କୁ ନେଇ ଏକ ଅଧ୍ୟୟନ କରାଯାଇଥିଲା। ଏଥିରେ ଯେଉଁମାନେ ଦିନକୁ ୨୦ରୁ ଅଧିକ ଥର ମୋବାଇଲ ବ୍ୟବହାର କରନ୍ତି, ସେମାନଙ୍କ ଶୁକ୍ରାଣୁ ସଂଖ୍ୟା କମ୍‌ ହେବାରେ ୨୧ ପ୍ରତିଶତ ଅଧିକ ବିପଦ ରହିଛି। ତେବେ ଯୁଗର ଆଧୁନିକତା ଯୋଗୁ ଏହା ଆଗକୁ ୨୧ ପ୍ରତିଶତରୁ ବୃଦ୍ଧି ପାଇ ୩୦ ପ୍ରତିଶତ ହେବାର ସମ୍ଭାବନା ରହିଛି। ପୂର୍ବରୁ ଓ ଏବେର ପାଠ୍ୟକ୍ରମରେ ଅନେକ ଅନ୍ତର ରହିଛି। ଏବେ ସବୁ ପାଠ୍ୟକ୍ରମରେ ଫୋନ ବ୍ୟବହାର ପଦ୍ଧତି ବୃଦ୍ଧିପାଇଛି। ୧୩ ବର୍ଷର ଅଧ୍ୟୟନ ଭିତରେ ଫୋନ ଟେକ୍ନୋଲୋଜି ବିକଶିତ ଓ ଉନ୍ନତ ହୋଇଛି, ଯାହା ଶୁକ୍ରାଣୁ ଗଣନା ଉପରେ ପ୍ରତିକୂଳ ପ୍ରଭାବ ଧୀରେ ଧୀରେ କମିଛି। ଶୁକ୍ରାଣୁ ସଂଖ୍ୟା ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ତାଙ୍କ ଗତି, କ୍ଷମତା, ସୁସ୍ଥ, ଠିକ୍‌ ଆକୃତି ରହିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଫର୍ଟିଲିଟି କ୍ଲିନିକ୍ସର ନେଟ୍‌ୱର୍କ କେୟାର ଫର୍ଟିଲିଟିର ମୁଖ୍ୟ ଏଲିସନ କ୍ୟାମ୍ପ୍‌ବେଲ କହିଛନ୍ତି। ଗର୍ଭଧାରଣ କରିବାକୁ ଚାହୁଁଥିବା କିମ୍ବା ସେମାନଙ୍କ ଶୁକ୍ରାଣୁ ସୁସ୍ଥରେ ପରିବର୍ତ୍ତନ ଆଣିବାକୁ ଚାହୁଁଥିବା ପୁରୁଷମାନେ ନିୟମିତ ବ୍ୟାୟାମ, ସନ୍ତୁଳିତ ଖାଦ୍ୟ, ଧୂମପାନରୁ ଦୂରେଇ ରହିବା, ମଦ୍ୟପାନକୁ ସୀମିତ ରଖିବା ଆଦି କ୍ଷେତ୍ରରେ ଧ୍ୟାନ ଦେବାକୁ ହେବ ବୋଲି କ୍ୟାମ୍ପ୍‌ବେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

ପ୍ରଥମ ରୋଜଗାରର ଶିହରଣ ଏବେ ବି ଅନୁଭବ କରେ:ସୌମ୍ୟଶ୍ରୀ ପାଣିଗ୍ରାହୀ

ସବୁବେଳେ ନାହିଁ ନାହିଁର ଜୀବନ ଜିଇଆସିଥିବା, ସବୁକଥାରେ କାଣ୍ଟଛାଣ୍ଟ କରୁଥିବା, ଅୟସର ସ୍ବପ୍ନ ଦେଖିବାକୁ ନିଜ ମନକୁ ହାଲ୍‌କା ଭାବେ ଆକଟ କରୁଥିବା ୨୦/୨୨ ବର୍ଷର...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ଶିର୍ଲି

ସିଙ୍ଗାପୁର: ସିଙ୍ଗାପୁରର ଶିର୍ଲି ଲିଙ୍ଗ୍‌ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ମାତ୍ର ୩୪ ବର୍ଷ ବୟସରେ ଜେଜେ ମା’ ହୋଇଛନ୍ତି। ତାଙ୍କର ୧୭...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ...

ବଟର ଚିକେନ୍‌ ଉଦ୍ଭାବକ କିଏ

ନୂଆଦିଲ୍ଲୀ,୧୮ା୫: ବଟର ଚିକେନ୍‌ ହେଉଛି ତନ୍ଦୁରରେ ରନ୍ଧାଯାଉଥିବା ଚିକେନ୍‌ ପିସ୍‌ଗୁଡ଼ିକୁ ଟମାଟୋ, କ୍ରିମ୍‌ ଓ ବଟର ସହ ମିଶ୍ରଣ କରି ପ୍ରସ୍ତୁତ କରାଯାଉଥିବା ଏକ ବ୍ୟଞ୍ଜନ।...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri