କମୁଛି ସଂଖ୍ୟା: ଭୁବନେଶ୍ୱରରୁ ଆଜି ୪୨ ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୪୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୩୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୯୫୩୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୦୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଛଡେଇ ନେବାରୁ ଜୀବନ ହାରିଲା ପୁଅ

କୋରାପୁଟ, ୧୨ା୧୦(ସ୍ବ.ପ୍ର.): କୋରାପୁଟ ସହରର ଗୌତମନଗରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋବାଇଲ ଖେଳ ପାଇଁ ଜଣେ ନାବାଳକଙ୍କ ଜୀବନ ଯାଇଛି। ପରିବାର ଲୋକେ...

ଭୋଟ ଗଣତି ଆରମ୍ଭ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏଥିପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୮ଟାରୁ...

ରୋଗୀଙ୍କୁ କାନ୍ଧରେ ବୋହିଲେ ଆମ୍ବୁୁଲାନ୍ସ କର୍ମଚାରୀ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଆମ୍ବୁୁଲାନ୍ସ କର୍ମଚାରୀଙ୍କ ନିଃସ୍ବାର୍ଥପର ସେବା ଓ ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ସମୟରେ ବହୁ ଜୀବନ ରକ୍ଷା ପାଇଯାଉଛି। କେତେବେଳେ ରୋଗୀଙ୍କୁ ରକ୍ତ...

ପିଡି-ଡିଆର୍‌ଡିଏଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍‌ଘାଟିତ:ଲୋକଙ୍କ ଆସ୍ଥାଭାଜନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଜନସାଧାରଣଙ୍କ ଆସ୍ଥାଭାଜନ ହେବା ପାଇଁ ସାଂଗଠନିକ ଦକ୍ଷତା ଓ ନିଷ୍ଠାପର ଦାୟିତ୍ୱ ସମ୍ପାଦନ ଅପରିହାର୍ଯ୍ୟ ା ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଠାରେ...

ନଳକୂପରୁ ବାହାରୁଛି ସୁନା ଭଳି ପଦାର୍ଥ

ଖପ୍ରାଖୋଲ,୨୪ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ସୁନା ଖଣି ଥିବା ନେଇ ସବୁଠି ଚର୍ଚ୍ଚା। ବ୍ଲକର ନାନ୍ଦୁପଲା ଗାଁର ଜଣେ ବ୍ୟକ୍ତିଙ୍କ ଗଭୀର ନଳକୂପରୁ...

ମହାନଦୀରୁ ମିଳିଲା ଆଉ ଜଣେ ଛାତ୍ରଙ୍କ ମୃତଦେହ, ଏବେ ବି ଜଣେ ନିଖୋଜ

କଟକ ଅଫିସ,୧୧।୪: ମହାନଦୀରରୁ ସୋମବାର ଅନ୍ୟଜଣେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହେଲେ ଏବେ ବି ଆଉ ଜଣେ ଛାତ୍ର ନିଖୋଜ ଅଛନ୍ତି ।...

କରୋନା ସଙ୍କଟରେ ସହାୟତା ପାଇଁ ଅଣ୍ଟା ଭିଡ଼ିଛି ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୩୧।୩: ସାରା ଭାରତରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି।  ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଅପରିହାର୍ଯ୍ୟ।...

ରାଜ୍ୟରେ ପିକ୍‌ ଛୁଇଁ ସାରିଛି ସଂକ୍ରମଣ!

ଭୁବନେଶ୍ବର,୨୭।୧(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି,ରାଜ୍ୟରେ କରୋନା ସଂକ୍ରମଣ ପିକ ଛୁଇଁ ସାରିଥିବା ଜଣାପଡୁଛି।...

Advertisement
Archives

Model This Week