କମୁଛି ଶୀତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ଅସ୍ବାଭାବିକ ଭାବେ ତାପମାତ୍ରା ବୃଦ୍ଧି ପାଇଛି। ଅଧିକାଂଶ ସ୍ଥାନରେ ୫ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇଛି। ସାମୁଦ୍ରିକ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟରେ ଶୀତ କମିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

ଦାସ କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ରାତି ତାପମାତ୍ରା ସର୍ବୋଚ୍ଚ ୨୪ ଡିଗ୍ରୀ ରେକର୍ଡ କରାଯାଇଛି। ପାରାଦୀପରେ ୨୩.୨, ଚାନ୍ଦବାଲିରେ ୨୨, ଗୋପାଳପୁରରେ ୨୧.୫ ଓ ଖୋର୍ଦ୍ଧାରେ ୨୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଟୱିନ ସିଟି କଟକ ଓ ଭୁବନେଶ୍ୱରରେ ତାପମାତ୍ରା ୧୯.୮ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ୯ ବିଧାୟକ ଆଜି ଯିବେ ଦିଲ୍ଲୀ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଏଆଇସିସିର ଡ଼କରା ପରେ ରାଜ୍ୟର ୯ କଂଗ୍ରେସ ବିଧାୟକ ମଙ୍ଗଳବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ। ବିଧାୟକ ତାରାପ୍ରସାଦ ବାହିନୀପତି ଏ ନେଇ ସୂଚନା ଦେଇଛନ୍ତି...

୩୩୦୮.୬୯ କୋଟି କୋଭିଡ୍‌ ଋଣ ମଞ୍ଜୁର

ଭୁବନେଶ୍ୱର,୩।୪(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ (ଏମ୍‌ଏସ୍‌ଏମ୍‌ଇ) ଉଦ୍ୟୋଗକୁ ଚଳଚଞ୍ଚଳ କରିବାକୁ ନିଆଯାଇଥିବା ପଦକ୍ଷେପ ସ୍ବରୂପ...

ସିଏଜି ରିପୋର୍ଟରେ ତଟାଞ୍ଚଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ,୧୨ା୮: ସମୁଦ୍ର ଓ ଭୂଭାଗକୁ ଛୁଇଁଥିବା ଉପକୂଳ ଅଞ୍ଚଳର ସୁରକ୍ଷା ଆବଶ୍ୟକ। ଏହି ଅଞ୍ଚଳରେ ବନ୍ୟା, ସାମୁଦ୍ରିକ ଝଡ଼ ସହ ସୁନାମି ଭୟ ରହିଛି।...

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ବାଲେଶ୍ୱରରେ ସ୍ବରୂପ, ତିର୍ତ୍ତୋଲରେ ବିଜୟ ଶଙ୍କର

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲରେ ବିଧାୟକ...

୧୧ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ପର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ ହୋଇଛି । ଶାନ୍ତିଶୃଙ୍ଖଳା...

କଲେଜ ବସ୍‌ ଚାଳକଙ୍କୁ ହତ୍ୟା ପରେ ଜାଳିଦେଲେ

ଖୋର୍ଦ୍ଧା ଅଫିସ,୧୫ା୧୦: ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ଅନ୍ତର୍ଗତ ବରୁଣେଇସ୍ଥିତ ଏକ ଘରୋଇ କଲେଜରେ କାର୍ଯ୍ୟରତ ଜଣେ ଡ୍ରାଇଭରଙ୍କୁ ହତ୍ୟା ପରେ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା...

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ନୂତନ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଥମ ଦିନରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ...

ପଛରୁ ପିଟିଦେଲା ହାଇୱା

ଭୁବନେଶ୍ବର,୮।୪(ବ୍ୟୁରୋ): ସ୍କୁଟିକୁ ପଛ ପଟୁ ପିଟିଲା ହାଇୱା ଟ୍ରକ୍‌। ଏଭଳି ଏକ ଦୁର୍ଘଟଣା ଘଟିଛି ରାଜଧାନୀ ଉପକଣ୍ଠ ଅନ୍ଧାରୁଆରେ। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା...

Advertisement
Archives

Model This Week