ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଜାରି ରହିଥିଲା। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ସର୍ବାଧିକ ୬୫-୭୫ କିମି ରହିଥିଲା। ଲ୍ୟାଣ୍ଡଫଲ ସମୟରେ ପ୍ରାୟ ୫ ମିଟର ସମୁଦ୍ର ମାଡ଼ି ଆସିଥିଲା। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି। ଉପକୂଳ ସମେତ ସାରା ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିଛି। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଓଡ଼ିଶା ଆଡ଼କୁ ଦ୍ରୁତ ଗତିରେ ବଢ଼ୁଛି, ଜାଣନ୍ତୁ କେଉଁ ସମୟରେ ହେବ ଲ୍ୟାଣ୍ଡଫଲ

ନୂଆଦିଲ୍ଲୀ,୨୪।୯: ବଙ୍ଗୋପସାଗରରେ ସୃଷ୍ଟ ଡିପ ଡିପ୍ରେସନ ଏବେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଗତି କରୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ,…

ସଚିନଙ୍କ ରେକର୍ଡ ଚୁର୍‌ମାର୍‌: କ୍ରିକେଟ୍‌ର ନୂଆ ବାଦ୍‌ଶାହା ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଷ୍ଟାର୍‌ ବ୍ୟାଟର୍‌ ଜୋ ରୁଟ ଅନ୍ତର୍ଜାତୀୟ କ୍ରିକେଟରେ ଆଉ ଏକ ବଡ଼ କୀର୍ତ୍ତିମାନ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ରୁଟ ୨୩…

ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ

ଭୁବନେଶ୍ୱର,୨୪।୯ (ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ…

୧୦ ବର୍ଷ ପରେ ଆମେରିକାରେ ପହଞ୍ଚିଲେ ଜିନପିଙ୍ଗ: ପ୍ରୋଟୋକଲ ଭାଙ୍ଗି ଏମିତି କାମ କଲେ ଟ୍ରମ୍ପ: ଚାହିଁ ରହିଗଲା ବିଶ୍ୱ

ୱାଶିଂଟନ,୨୪।୯: ଦୀର୍ଘ ୧୦ ବର୍ଷ ପରେ ଆମେରିକାରେ ପହଞ୍ଚିଛନ୍ତି ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରୋଟୋକଲ ଭାଙ୍ଗି ନିଜେ ଜଏଣ୍ଟ ବେସ…

ଚଳନ୍ତା ବସ୍‌ରେ ହଠାତ୍‌ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ

ଗ୍ରେଟର ନୋଏଡା,୨୪।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଜେୱର ଥାନା ଅଞ୍ଚଳରେ ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଚଳନ୍ତା ବସ୍‌ରେ ହଠାତ୍‌ ନିଆଁ…

ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ

ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ…

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?