Posted inଖେଳ

ବିମାନରେ ଭାରତୀୟ କ୍ରିକେଟରଙ୍କ ସହ ଦୁର୍ବ୍ୟବହାର; ମିଳିଲାନି ଖାଦ୍ୟ, ଜିନିଷପତ୍ର ବି ହରାଇଲେ…

ଢାକା,୩।୧୨: ଭାରତୀୟ ଟିମ୍‌ ଏବେ ବାଲାଂଦେଶ ଗସ୍ତରେ ଅଛି। ଏଠାରେ ଉଭୟ ଟିମ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ୨ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏସବୁ ମଧ୍ୟରେ ଜଣେ ଭାରତୀୟ କ୍ରିକେଟରଙ୍କ ସହ ବିମାନରେ ଖରାପ ଆଚରଣ କରାଯାଇଥିବା ଖବର ସାମ୍ନାକୁ ଆସିଛି। ସେ ହେଲେ ଷ୍ଟାର ବୋଲର୍‌ ଦୀପକ ଚାହର।

ଦୀପକ ପୂର୍ବରୁ ଭାରତୀୟ ଟିମ୍‌ ସହ ନ୍ୟୁଜିଲାଣ୍ଡ ଗସ୍ତରେ ଯାଇଥିଲେ। ସେଠାରୁ ସେ ସିଧା ଢାକାରେ ପହଞ୍ଚି ଦଳ ସହ ଯୋଡ଼ି ହୋଇଥିଲେ। ଏହି ସମୟରେ ତାଙ୍କ ସହ ଦୁର୍ବ୍ୟବହାର କରାଯାଇଥିବା ନେଇ କ୍ରିକେଟର ଟୁଇଟ କରି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ମାଲେସିଆ ଏୟାରଲାଇନ୍ସ ଯୋଗେ ସେ ଢାକା ପହଞ୍ଚିଥିଲେ। ପ୍ରଥମେ ତାଙ୍କୁ ନ ଜଣାଇ ବିମାନରେ ପରିବର୍ତ୍ତନ କରାଯାଇଥିଲା। ସେ ବିଜିନେସ୍‌ କ୍ଲାସରେ ଯାତ୍ରା କରିଥିବା ସତ୍ତ୍ୱେ ତାଙ୍କୁ ଖାଇବାକୁ ଦିଆଯାଇ ନ ଥିଲା। ଏପରିକି ତାଙ୍କ ସହ ଆସିଥିବା ଜିନିଷପତ୍ର ବିମାନ କର୍ମଚାରୀମାନେ ହଜାଇ ଦେଇଥିଲେ। ରବିବାର ସିରିଜର ପ୍ରଥମ ଦିନିକିଆ ଥିବା ବେଳେ ସେ ୨୪ ଘଣ୍ଟା ହେଲାଣି ତାଙ୍କ ଜିନିଷପତ୍ରକୁ ଅପେକ୍ଷା କରିଛନ୍ତି। ଏଭଳି ସ୍ଥିତିରେ ସେ କିଭଳି ପ୍ରସ୍ତୁତି କରିବେ ବୋଲି କ୍ରିକେଟର ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri