Posted inଖେଳ

ଶ୍ରୀଲଙ୍କା ବିପକ୍ଷ ସିିରିଜ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୨।୨: ଫେବୃୟାରୀ ୨୪ରୁ ଶ୍ରୀଲଙ୍କା ବିପକ୍ଷରେ ଟିମ୍‌ ଇଣ୍ଡିଆ ୩ ଟି-୨୦ ଏବଂ ୨ ଟେଷ୍ଟ ମ୍ୟାଚ୍‌ ସିରିଜ ଖେଳିବ। ହେଲେ ଏହା ପୂର୍ବରୁ ଭାରତୀୟ ଟିମ୍‌କୁ ଲାଗିଛି ଝଟ୍‌କା। ଷ୍ଟାର ବୋଲର ଦୀପକ ଚହର ଏବେ ସିରିଜରୁ ବାଦ୍‌ ପଡ଼ିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରେ ଚହର ଆହତ ହୋଇଥିଲେ। ତାଙ୍କ ଜଙ୍ଘରେ ଆଘାତ ଲାଗିଥିଲା। ଏଣୁ ସେ ୫ରୁ ୬ ମାସ ବାହାର ହୋଇପାରନ୍ତି ବୋଲି କୁହାଯାଉଛି। ଏପରିକି ସେ ଆଇପିଏଲ୍‌ରେ ଖେଳିବେ କି ନାହିଁ ସେ ନେଇ ମଧ୍ୟ ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସିସିଆଇକୁ ଶ୍ରୀଲଙ୍କାର ଅନୁରୋଧ

କଲମ୍ବୋ, ୧୬ା୫ (ପି.ଟି.)-କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଟୁର୍‌ ନେଇ ଅନିଶ୍ଚିତତା ଦେଖାଦେଇଛି। ତେବେ ଏହି ସୀମିତ ଓଭର ବିଶିଷ୍ଟ ସିରିଜକୁ...

ବିଶ୍ୱରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲୀୟ ରୋୟର

ସିଡ୍‌ନୀ, ୧୬ା୪ (ଏଏଫ୍‌ପି)-ଦେଶରେ କୋଭିଡ୍‌-୧୯ ଲକ୍‌ଡାଉନ୍‌ ଚାଲିଥିବାବେଳେ ଅଷ୍ଟ୍ରେଲିଆର ଜଣେ ରୋୟର ଇନ୍‌ଡୋର୍‌ ହାଫ୍‌ ମାରାଥନରେ ବିଶ୍ୱ ରେକର୍ଡ ଭଙ୍ଗ କରିଛନ୍ତି। ଅଷ୍ଟ୍ରେଲିଆ ଦଳର ଅନ୍ୟମାନଙ୍କ...

ୟୁଏସ୍‌ ଓପନ ଟେନିସ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି

ନ୍ୟୁୟର୍କ, ୧୮ା୬(ଏପି)- ଚଳିତ ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ରେ ଶତପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିବ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଗତବର୍ଷ...

ବିଶ୍ୱକପରୁ ବିଦା ହୋଇ ଘରେ ପହଞ୍ଚିଲା ପାକିସ୍ତାନ ଦଳ: ଏମିତି କରାଗଲା ସ୍ବାଗତ

ଇସଲମାବାଦ, ୮।୭: ବିଶ୍ୱକପରୁ ବିଦା ହେବାପରେ ପାକିସ୍ତାନ ଦଳର ଖେଳାଳିମାନେ ନିଜ ଦେଶରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଖେଳାଳିଙ୍କୁ ସେମାନଙ୍କ ଘରେ ଛଡାଯାଇଥିଲା।...

ନେତା ଲୁକ୍‌ରେ ଧୋନୀ

ନୂଆଦିଲ୍ଲୀ,୨୩।୮(ପିଟି): ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଯବାନଙ୍କ ସହ ଟ୍ରେନିଂରୁ ଫେରିିବା ପରେ ଏକ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। ଏକ ବିଜ୍ଞାପନରେ ଧୋନୀ...

‘ବିସିସିଆଇ ଆଗରେ କିଛି କରିପାରିବ ନାହିଁ ଆଇସିସି’

ଇସଲାମାବାଦ୍‌,୧୬।୨: ଚଳିତ ବର୍ଷର ଏସିଆ କପ ଆୟୋଜନ କରିବ ସେନେଇ ଦ୍ୱନ୍ଦ୍ୱ ଶେଷ ହେବା ଭଳି ମନେ ହେଉନାହିଁ। ୨୦୨୩ ଏସିଆ କପର ଆୟୋଜକ ଦାୟିତ୍ୱ...

ଏସିଆ କପ୍‌ରେ ଭାରତର ଉଲ୍ଲେଖନୀୟ ପ୍ରଦର୍ଶନ, ରୋମାଞ୍ଚକର ମୁକାବିଲାରେ ଜାପାନ ୨-୧ରେ ପରାଜିତ …

ଜାକର୍ତ୍ତା, ୨୮।୫ : ଏସିଆ କପ୍‌ ହକିରେ ଭାରତ ଜାପାନକୁ ୨-୧ ଗୋଲରେ ପରାଜିତ କରିଛି। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଖେଳାଯାଉଥିବା ଏହି ରୋମାଞ୍ଚକର ମ୍ୟାଚ୍‌ରେ ଭାରତ...

ଜିତେନ୍ଦରଙ୍କୁ ରୌପ୍ୟ

ନୂଆଦିଲ୍ଲୀ, ୨୪ା୨ (ପି.ଟି.)- ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାରତର ଜିତେନ୍ଦର କୁମାର ରୌପ୍ୟ ପଦକ ଲାଭ କରିଛନ୍ତି। ୭୪କେଜି ଶ୍ରେଣୀ ଫାଇନାଲରେ ସେ ଗତଥରର ଚାମ୍ପିୟନ...

Advertisement
Archives

Model This Week