Posted inଖେଳ

ଚେନ୍ନାଇକୁ ବଡ଼ ଝଟ୍‌କା: ପୁରା ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୨।୪: ଚେନ୍ନାଇ ସୁପର କିଙ୍ଗ୍ସକୁ ଲାଗିଲା ବହୁତ ବଡ଼ ଝଟ୍‌କା। ମେଗା ନିଲାମରେ ଦଳ ୧୪ କୋଟି ଟଙ୍କାରେ କିଣିଥିବା ଦ୍ରୁତ ବୋଲର ଦୀପକ ଚହର ପୂରା ଆଇପିଏଲ୍‌ରୁ ବାଦ ପଡ଼ିଛନ୍ତି । ଆହତ ସମସ୍ୟା ଯୋଗୁ ସେ ଆଇପିଏଲ ଆରମ୍ଭରୁ ମଧ୍ୟ ଚେନ୍ନାଇ ପାଇଁ ଖେଳିପାରି ନ ଥିଲେ। ଏବେ ସେ ପିଠିରେ ଯନ୍ତ୍ରଣା ଅନୁଭବ କରିବାରୁ ପୂରା ଆଇପିଏଲ ଖେଳିବାକୁ ବଞ୍ଚିତ ହୋଇଛନ୍ତି।

ଫେବୃୟାରୀରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ ସମୟରେ ଚହରଙ୍କ ଗୋଡ଼ରେ ଆଘାତ ଲାଗିଥିଲା। ଏହା ପରଠାରୁ ସେ ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନସିଏ)ର ରିହାବରେ ଅଛନ୍ତି। ଏପ୍ରିଲ ଶେଷ ସପ୍ତାହ ଆଡ଼କୁ ଚହର ଦଳକୁ ଫେରିବେ ବୋଲି ସମସ୍ତେ ଆଶା ରଖିଥିଲେ। ହେଲେ ଏନ୍‌ସିଏରେ ଅଭ୍ୟାସ କରୁଥିବା ବେଳେ ସେ ବ୍ୟାକ ଇଞ୍ଜୁରୀର ସମ୍ମୁଖୀନ ହୋଇଛନ୍ତି।ତାଙ୍କୁ ଠିକ ହେବାକୁ ଆହୁରି ୨ ମାସରୁ ଅଧିକ ସମୟ ଲାଗିବ। ତେଣୁ ଆଇପିଏଲ ଖେଳିବାକୁ ସେ ଆଉ ଉପଲବ୍ଧ ହେବେନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..

ଭୁବନେଶ୍ୱର,୨୦।୧୨(ସୁନିତ୍‌ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି...

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ...

IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….

ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ...

ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…

ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri