Posted inଖେଳ

ଆଇପିଏଲ୍‌ ପରେ ଟି-୨୦ ବିଶ୍ୱକପ୍‌ ଖେଳିବା ଉପରେ ସନ୍ଦେହ, ଆଉ ୪ ମାସ…

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିଥିବା ଦ୍ରୁତ ବୋଲର୍‌ ଦୀପକ ଚହର ଏବେ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ଏଥିଯୋଗୁ ସେ ଆଇପିଏଲ୍‌ର ଚଳିତ ସଂସ୍କରଣରୁ ବାଦ୍‌ ପଡ଼ିଛନ୍ତି। ଏବେ ସେ ଚଳିତ ବର୍ଷ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ରୁ ମଧ୍ୟ ବାହାର ହେବେ ବୋଲି ଅନୁମାନ କରାଯାଉଛି।

ଦୀପକ ଏବେ ପୀଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ତାଙ୍କର ସ୍କାନ୍‌ କରାଯାଉଛି। ତେବେ ଏହି ଆଘାତରୁ ସେ ସୁସ୍ଥ ହେବାକୁ ଅତିକମ୍‌ରେ ୪ ମାସ ସମୟ ଲାଗିବ। ଏଣୁ ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ବିଶ୍ୱକପ୍‌ ଟୁର୍ନାମେଣ୍ଟରୁ ତାଙ୍କୁ ବାଦ୍‌ ଦିଆଯାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ୩-୦ରେ ସିରିଜ ବିଜୟୀ

ରାଓ୍ବଲପିଣ୍ଡି, ୧୧ା୧୧-ସ୍ଥାନୀୟ ରାଓ୍ବଲପିଣ୍ଡି ଷ୍ଟାଡିୟମରେ ଖେଳାଯାଇଥିବା ଜିମ୍ବାଓ୍ବେ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ପାକିସ୍ତାନ ୮ଉଇକେଟରେ ବିଜୟ ହାସଲ କରିଛି। ଏଥିସହ ଦଳ...

୧୫ ବର୍ଷରୁ କମ୍‌ ସାଫ୍‌ ମହିଳା ଚାମ୍ପିୟନଶିପ୍‌: ଭାରତ ଚାମ୍ପିୟନ

ଥିମ୍ପୁ,୧୬।୧୦(ପି.ଟି.)- ଏଠାରେ ଖେଳଯାଇଥିବା ୧୫ ବର୍ଷରୁ କମ୍‌ ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ (ସାଫ୍‌) ମହିଳା ଚାମ୍ପିୟନଶିପ୍‌ରେ ଭାରତ ଟାଇଟଲ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ...

ମ୍ୟାଚ୍‌ ଚାଲୁଥିବା ସମୟରେ ହଠାତ୍‌ ଡ୍ରେସିଂ ରୁମ୍‌କୁ ଦୌଡିଲେ ଏହି ଖେଳାଳି, ଜାଣନ୍ତୁ କାହିଁକି

କରାଚି,୧୭।୧୧:ପାକିସ୍ତାନ ସୁପର ଲିଗ (ପିଏସଏଲ) ଏବେ ଚାଲିଛି। ଗତ ମାର୍ଚ୍ଚରେ ପ୍ଲେ ଅଫ ପୂର୍ବରୁ କରୋନା ଭାଇରସ କାରଣରୁ ପିସିଏ୍‌କୁ ସ୍ଥଗିତ ରଖାଯାଇଥିଲା ଏବଂ ଏବେ...

ଲିଜେଣ୍ଡ୍ସ ଅଫ୍‌ ଚେସ୍‌ ଟୁର୍ନାମେଣ୍ଟ: ଆନନ୍ଦଙ୍କ କ୍ରମାଗତ ଚତୁର୍ଥ ପରାଜୟ

ଚେନ୍ନାଇ,୨୫।୭(ପି.ଟି.): ଦେଢଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ ଲିଜେଣ୍ଡ୍ସ ଅଫ୍‌ ଚେସ୍‌ ଅନ୍‌ଲାଇନ୍‌ ଟୁର୍ନାମେଣ୍ଟରେ ପୂର୍ବତନ ବିଶ୍ୱ ଚାମ୍ପିୟନ ତଥା ଭାରତୀୟ ଗ୍ରାଣ୍ଡ ମାଷ୍ଟର...

ବାହାରିନ୍‌ ଗ୍ରାଁ ପ୍ରି: ଅଳ୍ପକେ ବର୍ତ୍ତିଗଲେ ଗ୍ରସ୍‌ଜେଁ

ସାଖିର (ବାହାରିନ୍‌), ୩୦ା୧୧ (ଏପି)-ରବିବାର ଅନୁଷ୍ଠିତ ବାହାରିନ୍‌ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟରରେସିଂ ଆରମ୍ଭରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ହାସ୍‌ ଟିମ୍‌ର ରୋମେନ ଗ୍ରସ୍‌ଜେଁ।...

ଭାରତୀୟ କ୍ରିକେଟ ଦଳର ଏହି ଅଧିନାୟକଙ୍କର ଥିଲେ ୧୦ ସ୍ତ୍ରୀ, ୮୮ ସନ୍ତାନ

ସ୍ବାଧୀନତା ପୂର୍ବରୁ ଆମ ଦେଶ ଅନେକ ଛୋଟ ରାଜ୍ୟରେ ବିଭକ୍ତ ହୋଇଥିଲା। ପଟିଆଲା ସେଥିମଧ୍ୟରୁ ମଧ୍ୟରୁ ଗୋଟିଏ। ପଟିଆଲାକୁ ଧନୀ ରାଜ୍ୟଗୁଡ଼ିକ ମଧ୍ୟରେ ଗଣାଯାଉଥିଲା। ମହାରାଜା...

ଟୋକିଓ ଅଲିମ୍ପିକ୍‌ କୋଟା: ମହିଳା ଆର୍ଚରଙ୍କ ସମ୍ମୁଖରେ ବଡ଼ ଚ୍ୟାଲେଞ୍ଜ: ଦୀପିକା

ନୁଆଦିଲ୍ଲୀ,୧୫।୧୦ (ପି.ଟି.): ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସର ଫୁଲ୍‌ କୋଟା ହାସଲ କରିବା ପାଇଁ ଭାରତୀୟ ମହିଳା ତୀରନ୍ଦାଜ ବଡ଼ ଚ୍ୟାଲେଞ୍ଜ ତଥା...

ନିରପେକ୍ଷ ଭେନ୍ୟୁ ପ୍ରସ୍ତାବକୁ ପିସିବିର ଆଗ୍ରାହ୍ୟ

ଲାହୋର,୧୩।୯: ଶ୍ରୀଲଙ୍କା ଦଳର ସୀମିତ ଓଭର କ୍ରିକେଟ ସିରିଜ୍‌ ପାଇଁ ପାକିସ୍ତାନ ଗସ୍ତ ନେଇ ଅନିଶ୍ଚିତତା ଜାରି ରହିଛି। ଏହି ସିରିଜ୍‌କୁ କୌଣସି ନିରପେକ୍ଷ ଭେନ୍ୟୁରେ...

Advertisement
Archives

Model This Week