Posted inଖେଳ

ଦଳ ଛାଡ଼ିଲେ ଦୀପକ ହୁଡା

ନୂଆଦିଲ୍ଲୀ, ୧୫।୭: ଅଲରାଉଣ୍ଡର ଦୀପକ ହୁଡା ଭଦୋଦ୍ରା କ୍ରିକେଟ ଆସୋସିଏଶନ (ବିସିଏ) ଠାରୁ ଦୂରେଇ ଯାଇଛନ୍ତି। ଆଗାମୀ ଘରୋଇ ସିଜନରେ ସେ ରାଜସ୍ଥାନ ପାଇଁ ଖେଳିବେ। ‘ଦୀପକ ଆମକୁ ଯୋଗ ଦେଉଥିବାରୁ ଆମେ ଉତ୍ସାହିତ’ ବୋଲି ରାଜସ୍ଥାନ କ୍ରିକେଟ ଆସୋସିଏଶନ (ଆରସିଏ) ସଭାପତି ବୈଭବ ଗେହଲଟ କହିଛନ୍ତି।

ଗତ ସିଜନ ଅତ୍ୟନ୍ତ ବିବାଦୀୟ ରହିବା ପରେ ଭଦୋଦ୍ରା ଠାରୁ ଦୂରେଇବାକୁ ଇଚ୍ଛା ପ୍ରକାଶ କରିଥିଲେ। ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟର ଗୋଟିଏ ଦିନ ପୂର୍ବରୁ ଦଳୀୟ ବାୟୋ-ବବ୍‌ଲରୁ ଚାଲିଯାଇଥିଲେ ଏହି ଅଲରାଉଣ୍ଡର। ଦଳର ଅଧିନାୟକ କ୍ରୁନାଲ ପାଣ୍ଡ୍ୟାଙ୍କ ସହ ତାଙ୍କର ଯୁକ୍ତିତର୍କ ହୋଇଥିଲା।

ଚଳିତ ସିଜନର କଣ୍ଡିଂଶନିଂ କ୍ୟାମ୍ପ ଲାଗି ତାଙ୍କୁ ଚୟନ କରାଯାଇଥିଲା। କିନ୍ତୁ ସେ ଏନ୍‌ଓସି ପାଇଁ ଅନୁରୋଧ କରିଥିଲେ। ଅନ୍ୟ ଦଳ ପାଇଁ ଖେଳିବାକୁ ତାଙ୍କୁ ଅନୁମତି ଦିଆଯାଇଛି। ତାଙ୍କୁ ଭବିଷ୍ୟତ ପାଇଁ ଶୁଭକାମନା ବୋଲି ବିସିଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ବିଜୟଠାରୁ ମାତ୍ର ୩ ଉଇକେଟ୍‌ ଦୂରରେ

ଚେନ୍ନାଇ,୧୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚେନ୍ନାଇରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ବିଜୟ ଦ୍ୱାରରେ ପହଞ୍ଚିଛି। ୪୮୨ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟକୁ ପିଛା...

ଦିୟା-ସ୍ବସ୍ତିକା ରନର୍ସଅପ୍‌

ନୂଆଦିଲ୍ଲୀ, ୧ା୬ (ପି.ଟି.)- ଟ୍ୟୁନିସିଆର ଟୁନିସ୍‌ଠାରେ ଚାଲିଥିବା ଡବ୍ଲ୍ୟୁଟିଟି ୟୁଥ୍‌ ଷ୍ଟାର କଣ୍ଟେଣ୍ଡର ଟେବୁଲ ଟେନିସ ଟୁର୍ନାମେଣ୍ଟରେ ଭାରତର ଯୁବ ଟେବୁଲ ଟେନିସ ଖେଳାଳି ଦିୟା...

ଉଦ୍‌ଘାଟନୀ ଉତ୍ସବରେ ହଜାରେରୁ କମ୍‌ ଭିଆଇପି

ଟୋକିଓ,୧୬।୭(ପି.ଟି.): ଟୋକିଓ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବରେ ଏଥର ୧୦୦୦ରୁ କମ୍‌ ସଂଖ୍ୟକ ଭିଆଇପି ଓ ବିଦେଶୀ ମାନ୍ୟଗଣ୍ୟ ଅତିଥି ଯୋଗଦେବେ। ଏ ନେଇ ଏକ ସ୍ଥାନୀୟ...

ଏଫ୍‌ଆଇଏଚ୍‌ ପୁରସ୍କାର : ବିବେକ ଶ୍ରେଷ୍ଠ ଉଦୀୟମାନ ଖେଳାଳି

ନୂଆଦିଲ୍ଲୀ, ୧୧।୨- ଭାରତୀୟ ହକି ଦଳର ମିଡ୍‌ଫିଲ୍ଡର ବିବେକ ସାଗର ପ୍ରସାଦ ୨୦୧୯ ବର୍ଷ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌)ର ଶ୍ରେଷ୍ଠ ଉଦୀୟମାନ ଖେଳାଳି...

୩୩ ବର୍ଷ ପରେ ମହାରାଷ୍ଟ୍ର ସରକାରଙ୍କୁ ଜମି ଫେରାଇଲେ ଗାଭାସ୍କର

ମୁମ୍ବାଇ,୪।୫: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇରେ କ୍ରିକେଟ ଏକାଡେମୀ ପ୍ରତିଷ୍ଠା ପାଇଁ ୩୩ ବର୍ଷ ପୂର୍ବେ ତାଙ୍କୁ ଦିଆଯାଇଥିବା ଏକ ସରକାରୀ ଜମି...

ଏହି ଭାରତୀୟ ବୋଲରଙ୍କ ପାଇଁ ଶୋଇପାରୁ ନ ଥିଲେ ସାଙ୍ଗାକାରା

ନୂଆଦିଲ୍ଲୀ,୨୧।୫: ଶ୍ରୀଲଙ୍କାର କିମ୍ବଦନ୍ତୀ ଉଇକେଟକିପର ବ୍ୟାଟ୍ସମ୍ୟାନ କୁମାର ସାଙ୍ଗାକାରା ନିଜ ସମୟରେ ଭାରତୀୟ ସ୍ପିନର ଅନିଲ କୁମ୍ବଲେଙ୍କୁ ନେଇ ଚିନ୍ତିତ ଥିଲେ। ଏପରି କି ରାତିରେ...

ସନ୍‌ରାଇଜର୍ସ ଆଶା ଉଜ୍ଜୀବିତ

ଦୁବାଇ, ୨୩।୧୦- ଜାସନ ହୋଲ୍ଡରଙ୍କ ପ୍ରଭାବୀ ବୋଲିଂ ପରେ ମନୀଷ ପାଣ୍ଡେ ଓ ବିଜୟ ଶଙ୍କରଙ୍କ ଦ୍ରୁତ ଶତକୀୟ ଭାଗୀଦାରି ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଇଣ୍ଡିଆନ...

ବିସିସିଆଇ ବୈଠକରେ ବଡ଼ ନିଷ୍ପତ୍ତି: ଏହି ଦେଶରେ ଖେଳାଯିବ ଆଇପିଏଲ୍‌-୨୦୨୧ର ବାକି ମ୍ୟାଚ୍‌

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ର ଚଳିତ ସିଜନ୍‌ର ଅବଶିଷ୍ଟ ମ୍ୟାଚ୍‌ ୟୁଏଇରେ ଖେଳାଯିବ। ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର ମାସରେ ବାକିଥିବା ମ୍ୟାଚ୍‌ ଖେଳାଯିବାନେଇ ଶନିବାର ବିସିସିଆଇର ସ୍ପେଶାଲ ଜେନେରାଲ ମିଟିଂ(ଏସ୍‌ଜିଏମ୍‌)ରେ...

Advertisement
Archives

Model This Week