Posted inଖେଳ

ଇନ୍‌ଷ୍ଟା ପୋଷ୍ଟ ପାଇଁ ଫସିଲେ ଷ୍ଟାର ଅଲରାଉଣ୍ଡର

ଆବୁଧାବି,୨୩।୯: ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଅଡ଼ୁଆରେ ପଡ଼ିଛନ୍ତି ପଞ୍ଜାବ କିଙ୍ଗ୍ସ ଅଲରାଉଣ୍ଡର ଦୀପକ ହୁଡା। ଇନ୍‌ଷ୍ଟାଗ୍ରାମରେ  ପୋଷ୍ଟ କାରଣରୁ ସେ ମ୍ୟାଚ୍‌ ଫିକ୍ସିଂରେ ଲିପ୍ତ ଥାଇ ପାରନ୍ତି ବୋଲି ସନ୍ଦେହ ସୃଷ୍ଟି ହୋଇଛି। ଶବିର ହୁସେନ ଶେଖଦମ ଖାଣ୍ଡ୍ବାଓ୍ବାଲାଙ୍କ ନେତୃତ୍ୱରେ ବିସିସିଆଇର ଦୁର୍ନୀତି ନିବାରଣ ୟୁନିଟ୍‌ (ଏସିୟୁ) ଏହି ଘଟଣାର ତଦନ୍ତ କରୁଛି।

ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଅପରାହ୍ନ ୨ଟାରେ ଇନ୍‌ଷ୍ଟାଗ୍ରାମ ପ୍ରୋଫାଇଲରେ ହୁଡା ନିଜର ଏକ ଫଟୋ ଶେୟାର କରି ମ୍ୟାଚ୍‌ରେ ସେ ଖେଳୁଥିବା ସୂଚନା ଦେଇଥିଲେ।

ଆଇପିଏଲ ନିୟମ ଅନୁସାରେ, ଟସ୍‌ ପଡ଼ିବା ପୂର୍ବରୁ ଖେଳାଳିମାନେ ଦଳୀୟ ଏକାଦଶ ସମ୍ପର୍କରେ କୌଣସି ତଥ୍ୟ କାହା ଆଗରେ ପ୍ରକାଶ କରିପାରିବେ ନାହିଁ। ଏଣୁ ହୁଡାଙ୍କ ପୋଷ୍ଟକୁ ତଦନ୍ତ ପରିସରକୁ ନିଆଯାଇଛି। ଏହା ଆଇପିଏଲର ଗାଇଡ୍‌ଲାଇନକୁ ଉଲ୍ଲଂଘନ କରୁଛି ନା ନାହିଁ, ତାହା ଜାଣିବା ପାଇଁ ଆମେ ତଦନ୍ତ କରୁଛି ବୋଲି ଏସିୟୁ ମୁଖ୍ୟ ଶବିର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri