୧୭ ଯାଏ ରିମାଣ୍ଡରେ ଗଲେ ଦୀପକ କୋଚ୍ଚର

ମୁମ୍ବାଇ: ଆଇସିଆଇସିଆଇ ବ୍ୟାଙ୍କର ବେଆଇନ ଋଣ ପ୍ରଦାନ ମାମଲାରେ ବ୍ୟାଙ୍କର ସିଇଓ ଚନ୍ଦା କୋଚ୍ଚରଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଳିତ ମାସ ୧୭ ତାରିଖ ଯାଏ ରିମାଣ୍ଡରେ ନେଇଛି। ମୁମ୍ବାଇର ସ୍ବତନ୍ତ୍ର କୋର୍ଟ ଏ ନେଇ ଅନୁମତି ପ୍ରଦାନ କରିଥିବା ଜଣାପଡିଛି। ଆଇସିଆଇସିଆଇ ବ୍ୟାଙ୍କ ଭିଡିଓକନ ମାମଲାରେ ସେପ୍ଟେମ୍ବରରେ ଇଡି ଦୀପକଙ୍କୁ ଗିରଫ କରିଥିଲା। ତାଙ୍କୁ ସେପ୍ଟେମ୍ବର ୧୯ ଯାଏ ପ୍ରଥମେ ରିମାଣ୍ଡରେ ନିଆଯାଇଥିଲା। ସେ କୋଭିଡ୍‌-୧୯ ପଜିଟିଭ ଆସିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ପରେ ତାଙ୍କର ଚିକିତ୍ସା ମଧ୍ୟ କରାଯାଇଛି। ସେ ଠିକ୍‌ ହେବା ପରେ ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବା ସହ ତାଙ୍କୁ ରିମାଣ୍ଡରେ ନେବା ଲାଗି ଇଡି ଆବେଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୬୧ କୋଚରେ ଆଇସୋଲେଶନ ୱାର୍ଡ ପ୍ରସ୍ତୁତ କରୁଛି ପୂର୍ବତଟ ରେଳପଥ

ଭୁବନେଶ୍ୱର,୪।୪: କରୋନା ବିରୋଧୀ ଲଢେଇରେ ପୂର୍ବତଟ ରେଳପଥ ଏହାର ଯୋଗଦାନ ରଖିଛି। ମୋଟ ୨୬୧ କୋଚ୍ ମଧ୍ୟରୁ ରେଳପଥ ପକ୍ଷରୁ ଭୁବନେଶ୍ୱର କୋଚିଂ ଡିପୋରେ ୪୬...

ଷ୍ଟାର୍ଟଅପ୍‌ ପ୍ରତିଷ୍ଠାରେ ଦିଲ୍ଲୀ-ଏନ୍‌ସିଆର୍‌ ସର୍ବାଗ୍ରେ

ନୂଆଦିଲ୍ଲୀ,୧୧-୯: ଷ୍ଟାର୍ଟଅପ୍‌ ଏବଂ ୟୁନିକର୍ନ ପ୍ରତିଷ୍ଠା କ୍ଷେତ୍ରରେ ମୁମ୍ବାଇ, ବେଙ୍ଗାଲୁରୁକୁ ପଛରେ ପକାଇ ଦେଇଛି ଦିଲ୍ଲୀ-ଏନ୍‌ସିଆର୍‌। ଏଠାରେ ଷ୍ଟାର୍ଟଅପ୍‌ଙ୍କ ସଂଖ୍ୟା ୭୦୩୯ରେ ପହଞ୍ଚତ୍ଛି ବୋଲି ଜିନୋଭ...

ଭାରତକୁ ଟପିବ ବାଂଲାଦେଶ

ନୂଆଦିଲ୍ଲୀ,୧୫।୧୦: ଚଳିତ କ୍ୟାଲେଣ୍ଡର ବର୍ଷରେ ମୁଣ୍ଡ ପିଛା ମୋଟ ଘରୋଇ ଉତ୍ପାଦ(ଜିଡିପି) କ୍ଷେତ୍ରରେ ବାଂଲାଦେଶ ଭାରତକୁ ପଛରେ ପକାଇଦେବ। କୋଭିଡ୍‌-୧୯ ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥାକୁ...

ଜୁନ୍‌ରୁ ଗଡିବ ୨୦୦ ଅଣଏସି ଟ୍ରେନ

ନୂଆଦିଲ୍ଲୀ,୨୦।୫ – ଜୁନ୍‌ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଅଣ ଏସି ପାସେଞ୍ଜର ଟ୍ରେନ ଚଳାଚଳ କରିବ। କେନ୍ଦ୍ର ରେଳ ମନ୍ତ୍ରୀ ପୀୟୂଷ ଗୋୟଲ...

ରାଜ୍ୟ, ଦେଶ, ବିଶ୍ୱର ପ୍ରଭାବଶାଳୀ ନେତୃତ୍ୱଙ୍କୁ ନେଇ ‘ଧରିତ୍ରୀ’ର ପାୱାର ଲିଷ୍ଟ ୨୦୨୦

୨୦୨୦ ମସିହା କେବଳ ଓଡ଼ିଶା କିମ୍ବା ଭାରତ ନୁହେଁ, ସମଗ୍ର ପୃଥିବୀକୁ ଦୋହଲାଇ ଦେଇଛି। କରୋନା ଭୂତାଣୁ ମଣିଷ ଜାତିକୁ ଅନେକ ନୂଆ ଦିଗ ଦେଖାଇଛି।...

ୟୁକୋ ବ୍ୟାଙ୍କର ନୂତନ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର,୧୬-୧୧: ୟୁକୋ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ମହାପ୍ରବନ୍ଧକ ସଞ୍ଜୟ କୁମାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ସହିତ ସେ...

ରାଜ୍ୟଗୁଡ଼ିକର ଅଂଶ ବାବଦ କେନ୍ଦ୍ର ଦେଲା ୪୬ ହଜାର କୋଟି

ନୂଆଦିଲ୍ଲୀ,୨୧।୫ : କେନ୍ଦ୍ରୀୟ ଟିକସ କ୍ଷେତ୍ରରେ ରାଜ୍ୟଗୁଡିକର ଅଂଶ ବାବଦ ମେ ମାସ ଲାଗି କେନ୍ଦ୍ର ସରକାର ୪୬, ୦୩୮.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।...

ପିଆଜ କୁଇଣ୍ଟାଲ ୪୫ ଶହ ଛୁଇଁଲା

ନୂଆଦିଲ୍ଲୀ: କରୋନା କାରଣରୁ ଚାଷ ଓ ଅମଳ ମଧ୍ୟରେ ଅସମାନତା ଦେଖା ଦେବା ସହିତ ଦେଶର ପ୍ରମୁଖ ପିଆଜ ଉତ୍ପାଦନ ସ୍ଥାନ ଓ ରାଜ୍ୟରେ ଅଦିନିଆ ବର୍ଷା...

Advertisement
Archives

Model This Week