ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦୀପାଳି ଦାସ, ଭାଜପା ବିଧାୟକଙ୍କ ବିରୋଧରେ ଆଣିଲେ ବଡ଼ ଅଭିଯୋଗ…

ଝାରସୁଗୁଡ଼ା/କଟକ,୧୨।୭: ପୁଣି ଚର୍ଚ୍ଚାରେ ଦୀପାଳି ଦାସ। ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀ ମିଥ୍ୟା ନିର୍ବାଚନୀ ସତ୍ୟପାଠ ଦାଖଲ କରିଥିବା ସେ ଅଭିଯୋଗ କରିଥିବା ଜଣାପଡ଼ିଛି।

ପ୍ରକାଶ ଯେ, ୨୦୨୪ ସାଧାରଣ ନିର୍ବାଚନରେ ଝାରସୁଗୁଡ଼ାରେ ଭାଜପା ପ୍ରାର୍ଥୀ ଟଙ୍କଧର ବିଜେତା ହୋଇଥିଲେ। ସେ ଦୀପାଳି ଦାସଙ୍କୁ ୧୩୨୨ଖଣ୍ଡ ଭୋଟରେ ହରାଇଥିଲେ। ହେଲେ ଏହି ଫଳାଫଳରେ ଅସନ୍ତୋଷ ପ୍ରକାଶ କରି ଦୀପାଳି ଇଭିଏମ୍‌ ଯାଞ୍ଚ ଏବଂ ଭେରିଫିକେଶନ ପାଇଁ ଲାଗି ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଏହାକୁ ନିର୍ବାଚନ କମିଶନ ଗ୍ରହଣ କରିଛନ୍ତି। ଝାରସୁଗୁଡ଼ାର ୧୩ ପୋଲିଂ ଷ୍ଟେଶନର ଇଭିଏମ୍‌ ଯାଞ୍ଚ ଲାଗି ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?