କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ବିରୋଧୀ ନେତାମାନେ ସିଜନାଲ ପକ୍ଷୀ, ନିର୍ବାଚନ ଋତୁରେ ଆସିବେ ପୁଣି ଫେରିଯିବେ ବୋଲି ସେ କଟାକ୍ଷ କରିଛନ୍ତି।

ସେ ଆହୁରି କହିଛନ୍ତି, ଆମେ ୩୬୫ ଦିନ ଆପଣମାନଙ୍କ ସହ ରହିବୁ । କିନ୍ତୁ ବିରୋଧୀ ସିଜନାଲ ପକ୍ଷୀ, ନିର୍ବାଚନ ଋତୁରେ ଆସିବେ ପୁଣି ଫେରିଯିବେ। ଏହି ସମାବେଶରେ ଝାରସୁଗୁଡା ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତର ୩ ହଜାରରୁ ଅଧିକ ମହିଳା ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ପାଇଁ ତେଜିଲା ଦାବି: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସାକ୍ଷାତ

କର୍ଲାମୁଣ୍ଡା,୮/୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହହାଲ ପଞ୍ଚାୟତ ଠାରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ସ୍ଥାପନ ପାଇଁ ଅଞ୍ଚଳବାସୀ ଦୀର୍ଘ ଦିନରୁ ଦାବି କରିଆସୁଛନ୍ତି।…

ଏଇ ଭାରତରେ

ମହିଳା ସଶକ୍ତୀକରଣର ପ୍ରତୀକ ସାଜିଛନ୍ତି ବେଙ୍ଗାଲୁରୁର ଜାନ୍ସି ବି.ଭି.। ସେ ଏକାବେଳକେ ଜଣେ ମା’, ଅଟୋଚାଳକ ଓ ପ୍ରଶିକ୍ଷକ ଭୂମିକା ନିର୍ବାହ କରୁଛନ୍ତି। ଜାନ୍ସିଙ୍କୁ ବୟସ ଏବେ…

ଥାଲପତି ବିଜୟଙ୍କୁ DMK ଦେବ ବାହ୍ୟ ସମର୍ଥନ? ଷ୍ଟାଲିନଙ୍କ ‘ଚାଣକ୍ୟ’ ଚାଲ, କଂଗ୍ରେସ-ଭାଜପା ବେଦମ!

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତି ବର୍ତ୍ତମାନ ଏକ ଆକର୍ଷଣୀୟ ମୋଡ଼ରେ ଠିଆ ହୋଇଛି। ବିଧାନସଭା ନିର୍ବାଚନ ପରେ ଯେଉଁଥିରେ କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରି…

ମାଙ୍କେ ଆନ୍ନା କମେଡି ଦେଖିବାକୁ ଅସମ୍ଭାଳ ଭିଡ: ସୁରକ୍ଷା ବ୍ୟବସ୍ଥା…

ଭଞ୍ଜନଗର,୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୧୩ ଦିନରେ ପହଞ୍ଚିଛି। ଆସନ୍ତା ୨୦ ତାରିଖରେ ବାହୁଡ଼ା ଯାତ୍ରା ପରେ ଯାତ୍ରା ଉଦଯାପିତ ହେବ। ତେଣୁ…

ଗୋଟିଏ କିଲୋର କାମ ଅନେକ

ଯକୃତ ବା ଲିଭର ଶରୀରର ସବୁଠାରୁ ବଡ଼ ଗ୍ରନ୍ଥି। ଏହା ପାଚନରେ ସହାୟକ ଏକାଧିକ ପ୍ରକାରର ରସ ସୃଷ୍ଟିକରେ ଏବଂ ଶରୀରକୁ ବିଷମୁକ୍ତ ବା ଡିଟକ୍ସିଫିକେଶନ୍‌ କରିଥାଏ।…

ଗାନ୍ଧୀ ଆଦର୍ଶର ହତ୍ୟାକାରୀ

ମଣିଷ ଇତିହାସ ସୃଷ୍ଟି କରିଥାଏ ଓ ଇତିହାସ ମଧ୍ୟ ଅନେକ ସମୟରେ ନିଷ୍ଠୁର ସତ୍ୟକୁ ପ୍ରତିପାଦନ କରିବାକୁ ଯାଇ ମଣିଷକୁ କ୍ଷମା କରି ନ ଥାଏ। ବର୍ତ୍ତମାନର…

ମୋହନ ସରକାରଙ୍କ ବଡ଼ ଘୋଷଣା: ଜଗନ୍ନାଥଙ୍କ ନାଁରେ ହେବ…

ଭୁବନେଶ୍ୱର, ୮।୫(ସୁନିତ୍‌ ମିଶ୍ର):ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଏକ ସ୍ବତନ୍ତ୍ର ଟିଭି ଚ୍ୟାନେଲ କରାଯିବ। ଏନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ…

ପିଟରଙ୍କ ନୂଆ ରଣନୀତି

ହଙ୍ଗେରୀରେ ପିଟର ମାଗୟାରଙ୍କ ବିପୁଳ ବିଜୟ ଏକ ବିଶ୍ୱସ୍ତରରେ ଆଲୋଚନାର ପ୍ରସଙ୍ଗ ପାଲଟିଛି। ହଙ୍ଗେରୀର ଅନୁଭୂତି ପ୍ରାୟତଃ ଦର୍ଶାଏ, ଜଣେ ଜିତିବାକୁ ହେଲେ ବର୍ତ୍ତମାନର ଦୁର୍ନୀତି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri