Posted inରାଜ୍ୟ

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଦୀପାଳି। ଏଥିସହିତ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶ୍ନ ମଧ୍ୟ କରିଛନ୍ତି।

ଦୀପାଳି କହିଛନ୍ତି, ”ଗତ ବିଧାନସଭାରେ ୨ ଜଣ ବିଧାୟକ ଏହି ପ୍ରସଙ୍ଗ ଉଠାଇଥିଲେ। ଏବେ ମୁଁ କାହିଁକି CBI ତଦନ୍ତ ଦାବି କରୁନି ବୋଲି ଗଣମାଧ୍ୟମରେ କହୁଛନ୍ତି। ତେବେ ମୋହନ ସରକାରଙ୍କୁ ଅନୁରୋଧ CBI ତଦନ୍ତ କରାଇବେ କି ?” ସେ ପ୍ରଶ୍ନ କରିଛନ୍ତି।

ସେ ଆହୁରି କହିଛନ୍ତି, ”ଆମ ପରିବାରକୁ ଆକ୍ଷେପ କରାଯାଉଛି, ସେମାନେ ଆମ ସହ ଠିଆ ହେବେକି। ମୋ ଭାଇକୁ ବିନା ୱାରେଣ୍ଟିରେ ଛତିଶଗଡ଼ରେ ଅଟକ ରଖିଲେ। ଏପଟେ ଆଜି ମୋ ବାପାଙ୍କ ହତ୍ୟାକାଣ୍ଡର ତଦନ୍ତ ପାଇଁ ଲେଖା ମାଗୁଛନ୍ତି। ତେଣୁ ମୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି ଆମକୁ ଡାକି ଆଲୋଚନା କରି ଆଗକୁ ବଢ଼ନ୍ତୁ। ”


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri