ଇନ୍‌ଷ୍ଟାଗ୍ରାମ ବାୟୋ ପରିବର୍ତ୍ତନ କଲେ ଦୀପିକା, ପୋଷ୍ଟରେ ଲେଖିଲେ ଏମିତି…

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଛି। ସେପ୍ଟେମ୍ବର ୮ରେ ଦୀପିକା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ, ଯାହା ବିଷୟରେ ରଣବୀର ସିଂ ଇନ୍‌ଷ୍ଟାଗ୍ରାମରେ ଦେଇଥିଲେ। ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେବା ପୂର୍ବରୁ ଦୀପିକା ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି।

ଦୀପିକା ତାଙ୍କ ଇନ୍‌ଷ୍ଟାଗ୍ରାମ ବାୟୋକୁ ପରିବର୍ତ୍ତନ କରିଛନ୍ତି ଏବଂ ତାଙ୍କ ମାତୃତ୍ୱ ସମ୍ବନ୍ଧରେ ଏକ ନୂଆ ସୂଚନା ଦେଇଛନ୍ତି। କନ୍ୟା ସନ୍ତାନ ଜନ୍ମ ପରେ ତାଙ୍କ ଜୀବନରେ ଏକ ବଡ଼ ପରିବର୍ତ୍ତନ ଆସିଛି ଏବଂ ଏହାକୁ ଧ୍ୟାନରେ ରଖି ଦୀପିକା ତାଙ୍କ ଇନ୍‌ଷ୍ଟା ବାୟୋ ଅପଡେଟ କରିଛନ୍ତି। ଏବେ ପ୍ରଶଂସକମାନେ ଜାଣିବାକୁ ଚାହାନ୍ତି ଯେ, ଦୀପିକା ତାଙ୍କ ଇନ୍‌ଷ୍ଟା ବାୟୋରେ କ’ଣ ଲେଖିଛନ୍ତି।

ଦୀପିକା ତାଙ୍କ ଇନଷ୍ଟା ବାୟୋରେ ‘ଫିଡ୍‌, ବର୍ପ, ସ୍ଲିପ୍‌, ରିପିଟ୍‌’ ଲେଖିଛନ୍ତି। ଯାହାର ଅର୍ଥ ହେଉଛି ‘ଫିଡ୍‌’ ବର୍ପ ଶୋଇବାକୁ ଯାଅ ରିପିଟ୍‌ କର। ଦୀପିକାଙ୍କ ଜୀବନ ତାଙ୍କ ଶିଶୁ କନ୍ୟା ଜନ୍ମ ପରେ ଏହିପରି ହୋଇଛି, ତେଣୁ ସେ ତାଙ୍କ ଇନଷ୍ଟା ବାୟୋ ଅପ୍‌ଡେଟ୍‌ କରିଛନ୍ତି।

ଦୀପିକା ଆଜିକାଲି ତାଙ୍କର ନବଜାତ ଶିଶୁକନ୍ୟାର ଯତ୍ନ ନେଉଛନ୍ତି ଏବଂ ତାଙ୍କ ଅବସ୍ଥା ତାଙ୍କ ଇନ୍‌ଷ୍ଟା ବାୟୋ ପରି, ଯାହା ପ୍ରତ୍ୟେକ ମା’ ପ୍ରସବ ପରେ ପାଇଥାଏ। ତାଙ୍କ ଝିଅର ପ୍ରସବ ପରେ ଅଭିନେତ୍ରୀଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଛି। ବର୍ତ୍ତମାନ ଖବର ଆସୁଛି ଯେ, ସେ ନିଜ କ୍ୟାରିୟରରୁ ବିରତି ନେବେ ଏବଂ ଝିଅ ସହିତ ସମୟ ବିତାଇବାକୁ ଯାଉଛନ୍ତି।

ସୂଚନା ଯେ, ସେପ୍ଟେମ୍ବର ଅପରାହ୍ନରେ ଦୀପିକାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେପ୍ଟେମ୍ବର ୮ରେ ସେ ଏକ ସୁସ୍ଥ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ ଏବଂ ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧୫ରେ ତାଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଛି। ରଣବୀର ସିଂ ତାଙ୍କ ସ୍ତ୍ରୀ ଏବଂ ଝିଅକୁ ଘରକୁ ନେଇଛନ୍ତି। ଦୀପିକା-ରଣବୀର ଜୁନ୍‌ ୨୦୨୪ରେ ସୋସିଆଲ ମିଡିଆରେ ଗର୍ଭବତୀ ହେବାର ଖବର ଦେଇଥିଲେ। ସେମାନେ ୧୪ ନଭେମ୍ବର ୨୦୧୮ରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri