ସ୍ବାମୀଙ୍କ ଏହି ଗୁଣକୁ ଆଦୌ ପସନ୍ଦ କରନ୍ତି ନାହିଁ ଦୀପିକା

ବଲିଉଡ୍‌ର ସବୁଠୁ ରୋମାଣ୍ଟିକ୍‌ ଯୋଡି ଭାବେ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ଜଣାଶୁଣା। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ ବେଶ ଆକ୍ଟିଭ। ନିଜ ସାଂସାରିକ ଜଞ୍ଜାଳରେ ଯେତେ ବ୍ୟସ୍ତ ରହିଲେ ମଧ୍ୟ ଉଭୟ ପରସ୍ପର ପାଇଁ ସମୟ ବାହାର କରିଦେଇଥାନ୍ତି। ରଣବୀର ସ୍ତ୍ରୀଙ୍କୁ ବହୁତ ଡରନ୍ତି ଏକଥା ନିଜେ ଦୀପିକା କିଛି ବର୍ଷ ପୂର୍ବେ ପ୍ରକାଶ କରିଥିଲେ। ଏବେ ଦୀପିକା ଏକ ଶୋ’ରେ ସ୍ବାମୀଙ୍କ ଏକ ବଦଭ୍ୟାସ ବିଷୟରେ ଖୁଲାସା କରିଛନ୍ତି। କଫି ୱିଥ କରଣ’ ଶୋ’ରେ ଦୀପିକା ରଣବୀରଙ୍କ ଶୋଇବା ପଦ୍ଧତିକୁ ଆଦୌ ପସନ୍ଦ କରନ୍ତି ନାହିଁ, ସେ ଏହାକୁ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି। ସେପଟେ ରଣବୀରଙ୍କ ଭାବପ୍ରବଣତା ପାଇଁ ତାଙ୍କୁ ପସନ୍ଦ କରନ୍ତି।
ବିବାହ ପରେ ପ୍ରଥମଥର ପାଇଁ ଦୁହେଁ ‘୮୩’ ଫିଲ୍ମରେ ଏକତ୍ର ନଜର ଆସିଥିଲେ। ଫିଲ୍ମଟି ବକ୍ସ ଅଫିସ୍‌ରେ ଫ୍ଲପ୍‌ ସାବ୍ୟସ୍ତ ହୋଇଥିଲା। କବିର ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର ସିଂ ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଚରିତ୍ରରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri