ସ୍ବାମୀଙ୍କ ଏହି ଗୁଣକୁ ଆଦୌ ପସନ୍ଦ କରନ୍ତି ନାହିଁ ଦୀପିକା

ବଲିଉଡ୍‌ର ସବୁଠୁ ରୋମାଣ୍ଟିକ୍‌ ଯୋଡି ଭାବେ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ଜଣାଶୁଣା। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ ବେଶ ଆକ୍ଟିଭ। ନିଜ ସାଂସାରିକ ଜଞ୍ଜାଳରେ ଯେତେ ବ୍ୟସ୍ତ ରହିଲେ ମଧ୍ୟ ଉଭୟ ପରସ୍ପର ପାଇଁ ସମୟ ବାହାର କରିଦେଇଥାନ୍ତି। ରଣବୀର ସ୍ତ୍ରୀଙ୍କୁ ବହୁତ ଡରନ୍ତି ଏକଥା ନିଜେ ଦୀପିକା କିଛି ବର୍ଷ ପୂର୍ବେ ପ୍ରକାଶ କରିଥିଲେ। ଏବେ ଦୀପିକା ଏକ ଶୋ’ରେ ସ୍ବାମୀଙ୍କ ଏକ ବଦଭ୍ୟାସ ବିଷୟରେ ଖୁଲାସା କରିଛନ୍ତି। କଫି ୱିଥ କରଣ’ ଶୋ’ରେ ଦୀପିକା ରଣବୀରଙ୍କ ଶୋଇବା ପଦ୍ଧତିକୁ ଆଦୌ ପସନ୍ଦ କରନ୍ତି ନାହିଁ, ସେ ଏହାକୁ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି। ସେପଟେ ରଣବୀରଙ୍କ ଭାବପ୍ରବଣତା ପାଇଁ ତାଙ୍କୁ ପସନ୍ଦ କରନ୍ତି।
ବିବାହ ପରେ ପ୍ରଥମଥର ପାଇଁ ଦୁହେଁ ‘୮୩’ ଫିଲ୍ମରେ ଏକତ୍ର ନଜର ଆସିଥିଲେ। ଫିଲ୍ମଟି ବକ୍ସ ଅଫିସ୍‌ରେ ଫ୍ଲପ୍‌ ସାବ୍ୟସ୍ତ ହୋଇଥିଲା। କବିର ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର ସିଂ ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଚରିତ୍ରରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ସୁଶାନ୍ତଙ୍କ ଶେଷ ଫିଲ୍ମ

ବମ୍ବେ: ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ ହୋଇଛି ଅଭିନେତା ସୁଶାନ୍ତ ସିଂ ରାଜପୁତ ଅଭିନୀତ ଶେଷ ଫିଲ୍ମ ‘ଦିଲ ବେଚାରା’। ଡିଜନୀ ହଟ୍‌ଷ୍ଟାରରେ ରିଲିଜ କରାଯିବା ପରେ...

୧୭ ବର୍ଷରେ ଏତେ ବଦଳିଗଲେଣି ରଶ୍ମୀ, ଚକିତ କରୁଛି ମେକ୍‌ଓଭର

ବମ୍ବେ: ପ୍ରଥମେ ଫିଲ୍ମ ‘କନ୍ୟାଦାନ’ରୁ ନିଜର ଡେବ୍ୟୁ କରିବା ପରେ ଲୋକପ୍ରିୟ ଟେଲି ଧାରାବାହିକ ‘ଉତରନ୍‌’ରୁ ଷ୍ଟାର ପାଲଟିଥିଲେ ଅଭିନେତ୍ରୀ ରଶ୍ମୀ ଦେଶାଇ। ଏବେ ରଶ୍ମୀ...

ଅକ୍ଷୟ କୁମାରଙ୍କ ବଦାନ୍ୟତା

ଅଭିନେତା ଅକ୍ଷୟ କୁମାରଙ୍କ ହେୟାର ଷ୍ଟାଇଲିଷ୍ଟ ମିଲନ ଯାଦବ ନିକଟରେ ପ୍ରାଣ ହରାଇଛନ୍ତି। ଅକ୍ଷୟଙ୍କ ସହ ସେ ୧୫ ବର୍ଷ କାମ କରିଥିଲେ। ମିଲନଙ୍କ ଆକସ୍ମିକ...

ବିବାହକୁ ନେଇ ଏମିତି କହିଲେ ପ୍ରଭାସ

ସାଉଥ ସିନେମାର ସୁପରଷ୍ଟାର ପ୍ରଭାସ ତାଙ୍କର ଆଗାମୀ ଫିଲ୍ମ ‘ରାଧେ ଶ୍ୟାମ’କୁ ନେଇ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଏହାସହ ପ୍ରଭାସ ନିଜ ବିବାହକୁ ନେଇ ସର୍ବଦା...

ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରୁ ନାଗାଙ୍କୁ ଅନ୍‌ଫଲୋ କଲେ ସାମନ୍ଥା

ସାଉଥ୍‌ ସୁନ୍ଦରୀ ସାମନ୍ଥା ରୁଥ୍‌ ପ୍ରଭୁ ଏବଂ ନାଗା ଚୈତନ୍ୟ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରୁହନ୍ତି। ତେବେ...

ଛୁଟି କାଟିବାକୁ ଯାଇ ବଲିଉଡ୍ ‌ବାଦଶାହଙ୍କର ହେଲା ଏମିତି ଅବସ୍ଥା

ବଲିଉଡ୍‌ର ପ୍ରସିଦ୍ଧ ରାପର ବାଦଶାହଙ୍କ ଏକ ଫଟୋ ପ୍ରଶଂସକଙ୍କ ଚିନ୍ତା ବଢ଼ାଇଦେଇଛି। ଫଟୋଟିକୁ ବାଦ୍‌ଶାହ ନିଜେ ନିଜ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଫଟୋରେ...

ଫିଲ୍ମ ନିର୍ଦ୍ଦେଶକ ପିନାକି ଚୌଧୁରୀଙ୍କ ପରଲୋକ…

କୋଲକାତା,୨୫।୧୦ : ବଙ୍ଗଳା ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ପିନାକି ଚୌଧୁରୀଙ୍କର ସୋମବାର ପରଲୋକ ଘଟିଛି। କୋଲକାତାରେ ତାଙ୍କ ବାସଭବନରେ ସେ ଶେଷ...

ରାତି ଅଧରେ ବିଗ୍‌ବସ୍‌ରୁ ବିଦା ହେଲେ ଅର୍ଚ୍ଚନା !

ବମ୍ବେ: ରାତି ଅଧରେ ବିଗ୍‌ବସ୍‌ରୁ ବିଦା ହୋଇଛନ୍ତି ସାଉଥ୍‌ର ସନି ଲିଓନି ଓରଫ ଅର୍ଚ୍ଚନା ଗୌତମ। ବିଗ୍‌ବସ୍‌ ସିଜନ-୧୬ର ସବୁଠାରୁ ଏଣ୍ଟରଟେନିଂ ପ୍ରତିଯୋଗୀ ଥିଲେ ସେ।...

Advertisement
Archives

Model This Week