ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ ଏବଂ ଦୀପିକା ବହୁତ ଉତ୍ସାହିତ ଅଛନ୍ତି। ଅଧିକାଂଶ ଅଭିନେତ୍ରୀ ଗର୍ଭାବସ୍ଥାରେ ସମ୍ପୂର୍ଣ୍ଣ ବିଶ୍ରାମ ନେବା ଉପରେ ଧ୍ୟାନ ଦେଉଥିବାବେଳେ ଅଭିନେତ୍ରୀ ଦୀପିକା ପାଦୁକୋନ ଗର୍ଭାବସ୍ଥାରେ ମଧ୍ୟ ନିରନ୍ତର କାର୍ଯ୍ୟ କରୁଛନ୍ତି।
ନିକଟରେ ରୋହିତ ଶେଟ୍ଟୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ମୁଭି ‘ସିଂଘମ ଏଗେନ’ ସେଟରୁ ଦୀପିକା ପାଦୁକୋନଙ୍କ କିଛି ଫଟୋ ଲିକ ହୋଇଛି ଯେଉଁଥିରେ ସେ ପୋଲିସ ପରି ପୋଷାକ ପିନ୍ଧିଥିବାର ନଜର ଆସିଛନ୍ତି ଏବଂ ଅଭିନେତ୍ରୀ ଜଣକ ନିଜ କେଶକୁ ବାନ୍ଧି ରଖିଛନ୍ତି। ଲୁକ୍କକୁ କମ୍ପ୍ଲିଟ କରିବା ପାଇଁ ଦୀପିକା ମଧ୍ୟ ଚଷମା ପିନ୍ଧିଛନ୍ତି। ଫେବୃଆରୀରେ ତାଙ୍କ ଗର୍ଭବତୀ ହୋଇଥିବା ଖବର ଘୋଷଣା କରିବା ପରେ ପ୍ରଶଂସକମାନେ ଦୀପିକା ପାଦୁକୋନ କାମ କରୁଥିବା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଦୀପିକା ‘ସିଂଘମ ଏଗେନ’ରେ ଶକ୍ତି ଶେଟ୍ଟୀଙ୍କ ଭୂମିକାରେ ଅଭିନୟ କରିଛନ୍ତି, ଏହି ମୁଭିରେ ଅଜୟ ଦେବଗନ, ରଣବୀର ସିଂ, ଅକ୍ଷୟ କୁମାର ଏବଂ କରୀନା କପୁର ମଧ୍ୟ ଅଭିନୟ କରିଛନ୍ତି। ଏହାପୂର୍ବରୁ ଦୀପିକା ଏବଂ ରୋହିତ ଏକ ପୋଷ୍ଟର ଶେୟାର କରିଥିଲେ ଯେଉଁଥିରେ ଦୀପିକା ଶକ୍ତିଙ୍କ ଚରିତ୍ରରେ ଘୁରି ବୁଲୁଥିବାର ନଜର ଆସିଥିଲେ। ଏହି ମୁଭିରେ ଅର୍ଜୁନ କପୁର ଭିଲେନ ଭୂମିକାରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri