ଫିଟ୍‌ ରହିବା ପାଇଁ ଏମିତି କରୁଛନ୍ତି ଦୀପିକା

ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରୀର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରେ ଜଣେ ଦୀପିକା ପାଦୁକୋନ। ନିଜର ସୌନ୍ଦର୍ଯ୍ୟ ଓ ସୁନ୍ଦର ଅଭିନୟ ଦ୍ୱାରା ସେ ସମସ୍ତଙ୍କର ପ୍ରିୟ ହୋଇପାରିଛନ୍ତି। ନିକଟରେ ସତ୍ୟ ଘଟଣାଉପରେ ଆଧାରିତ ତଥା ମେଘନା ଗୁଲଜାରଙ୍କ ଫିଲ୍ମ ‘ଛପାକ’ ରେ ତାଙ୍କୁ ଦେଖିବାକୁ ମିଳିଥିଲା। ଏଥିରେ ସୁନ୍ଦର ଅଭିନୟ ଦ୍ୱାରା ଦୀପିକା ଦର୍ଶକଙ୍କ ମନ ଜିତିପାରିଛନ୍ତି। ଏବେ କିନ୍ତୁ ଦୀପିକା ଯୋଗାଭ୍ୟାସ କରିବାରେ ଲାଗିପଡ଼ିଛନ୍ତି। ଶକୁନ ବତ୍ରାଙ୍କ ଆମାଗୀ ଫିଲ୍ମ ପାଇଁ ସେ ଏହି ପରିଶ୍ରମ କରୁଛନ୍ତି। ଫିଲ୍ମର ଶୁଟିଂ ପୂର୍ବରୁ ଦୀପିକା ଫିଟ୍‌ ରହିବା ପାଇଁ ଏପରି କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?