ବ୍ୟାଗ୍‌ରେ ଏସବୁ ଜିନିଷ ରଖନ୍ତି ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ଫ୍ରାନ୍ସରେ ଚାଲିଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ନିଜ ଜଲଓ୍ବା ପ୍ରଦର୍ଶନ କରି ପ୍ରଶଂସା ସାଉଁଟିଛନ୍ତି। ଚଳିତ ଥର ଦୀପିକା ପ୍ରଥମ ଥର ‘କାନ୍ସ’ରେ ଜୁରୀ ଟେବୁଲରେ ନଜର ଆସିଥିଲେ। ଦୀପିକା ନିକଟରେ ‘ଭୋଗ ଇଣ୍ଡିଆ’ ପତ୍ରିକା ପାଇଁ ଏକ ସାକ୍ଷାତକାର ଦେଇଛନ୍ତି। ଏଥିରେ ସେ ନିଜ ବିଷୟରେ କଥା ଖୁଲାସା କରିଛନ୍ତି। ଦୀପିକା ହ୍ୟାଙ୍ଗଓଭରରୁ ମୁକ୍ତି ପାଇବା ପାଇଁ ସେ ନିଜ ବ୍ୟାଗରେ ଏକ ସ୍ବତନ୍ତ୍ର ଔଷଧ ରଖନ୍ତି, ଯାହାର ନାମ ‘ଅଲକା ସେଲଜର’। ଏହି ଔଷଧ ମୁଣ୍ଡବିନ୍ଧା, ଶରୀର ଯନ୍ତ୍ରଣା, ଥକାପଣ ଇତ୍ୟାଦି ଲକ୍ଷଣକୁ ଦୂର କରିବାରେ ଏବଂ ଆରାମ କରିବାରେ ସାହାଯ୍ୟ କରିଥାଏ। ଏହାଛଡା ସେ ନିଜ ବ୍ୟାଗରେ ମାଉଥ୍‌ ଫ୍ରେସ୍‌ନର, ପେନ୍‌ସିଲ-ଡାଏରୀ, ସୁରକ୍ଷା ପିନ ଏବଂ ବ୍ୟାଣ୍ଡେଜ ମଧ୍ୟ ରଖନ୍ତି। ଏହି ସବୁ ତାଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଜିନିଷ।
ଦୀପିକା ଆଗାମୀ ଦିନରେ ହ୍ରିତିକ ରୋଶନଙ୍କ ସହ ଫିଲ୍ମ ‘ଫାଇଟର’ରେ ନଜର ଆସିବେ। ତାଙ୍କୁ ଏହି ଫିଲ୍ମରେ ପ୍ରଥମ ଥର ପାଇଁ ଆକ୍ସନ କରୁଥିବା ଦେଖିବାକୁ ମିଳିବ। ଏହା ପରେ ସେ ଶାହାରୁଖ ଖାନଙ୍କ ଫିଲ୍ମ ‘ପଠାନ’ରେ ମୁଖ୍ୟ ଭୂମିକାରେ ନଜର ଆସିବେ। ଦୀପିକାଙ୍କୁ ରଣବୀର ସିଂଙ୍କ ଫିଲ୍ମ ‘୮୩’ରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri