ବ୍ୟାଡମିଣ୍ଟନ୍ ଖେଳିଲେ ଦୀପିକା

ମୁମ୍ବାଇ: ବଲିଉଡ କୁଇନ୍ ଦୀପିକା ପାଦୁକୋନ୍ ଏବେ ଖୁବ୍ ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ନିକଟରେ କିଛି ଫଟୋ ଶେୟାର କରିଥିଲେ । ସେଥିରେ ସେ ବ୍ୟାଡମିଣ୍ଟନ ଖେଳୁଥିବା ଦେଖିବାକୁ ମିଳିଥିଲା । ହେଲେ ସେ କାହା ସହ ବାଡମିଣ୍ଟନ ଖେଳୁଥିଲେ ସେ କଥା ସ୍ପଷ୍ଟ୍ଟ କରି ନ ଥିଲେ । ଏବେ କିନ୍ତୁ ସେ କିଛି ଫଟୋ ଓ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ସେ ଅଲିମ୍ପିକ୍ସ ମେଡାଲ ୱିନର ପିଭି ସିନ୍ଧୁଙ୍କ ସହ ବ୍ୟାଡମିଣ୍ଟନ ଖେଳୁଥିବା ଦେଖାଯାଇଛି । ଏଥିରେ ଖୁବ୍ ଝାଳ ବୁହାଇ କ୍ୟାଲୋରୀ ବର୍ନ କରିଛନ୍ତି ନାୟିକା । ଦୀପିକା ପ୍ରଥମେ ଜଣେ ବ୍ୟାଡମିଣ୍ଟନ ପ୍ଲେୟାର ହୋଇଥିବା ବେଳେ ତାଙ୍କ ପିତା ପ୍ରକାଶ ପାଦୁକୋନ ବି ବ୍ୟାଡମିଣ୍ଟନ ଚାମ୍ପିୟାନ୍ । ତେଣୁ ଏଥିରେ ରୁଚି ରଖନ୍ତି ଦୀପିକା । ଏମିତିକି ଏକ ସାକ୍ଷାତ୍‌କାରରେ ସେ ବ୍ୟାଡମିଣ୍ଟରେ ତଙ୍କ ପତି ରଣବୀର ସିଂଙ୍କୁ ହରାଇଥିବା କହିଥିଲେ । ଏବେ ପିଭି ସିନ୍ଧୁଙ୍କ ସହ ତାଙ୍କର ଭଲ ବନ୍ଧୁତା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କରଣଙ୍କ ରୋମାଣ୍ଟିକ୍‌ ଫିଲ୍ମରେ ନଜର ଆସିବେ ଆୟୁଷ୍ମାନ

ମୁମ୍ବାଇ: ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଭେଟି ଦେବା ପରେ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଚାହିଦା ବଢ଼ିଗଲାଣି। ନାମୀଦାମୀ ନିର୍ଦ୍ଦେଶକ ଆୟୁଷ୍ମାନଙ୍କୁ ତାଙ୍କ ଫିଲ୍ମରେ...

ପୂଜାଙ୍କ ପ୍ରେମରେ ପ୍ରଭାସ !

ବମ୍ବେ: ପୂଜାଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ପ୍ରଭାସ। କିଛି ଏଭଳି ଦୃଶ୍ୟ ଅଭିନେତାଙ୍କ ଅପକମିଂ ଚଳଚ୍ଚିତ୍ର ‘ରାଧେ ଶ୍ୟାମ’ରେ ଦେଖିବାକୁ ମିଳିବ। ଶୁକ୍ରବାର ଏହାର ଏକ...

ଲଣ୍ଡନରେ ଘର ପୋଛୁଛନ୍ତି ସୋନମ!

ମୁମ୍ବାଇ: ବଲିଉଡ୍ ନାୟିକା ସୋନମ କପୁର ଆଜିକାଲି ଲଣ୍ଡନରେ ରହୁଛନ୍ତି । ୨୦୧୮ରେ ସେ ଆନନ୍ଦ ଆହୁଜାଙ୍କୁ ବିବାହ କରିବା ପରେ ଲଣ୍ଡନ ସିପ୍ଟ ହୋଇ...

ବିଗ୍‌ବସ୍‌ ପରେ ଏବେ ପରଦାରେ ‘ପାହିରା’ ଯୋଡ଼ି

ବମ୍ବେ: ଚର୍ଚ୍ଚାରେ ବିଗ୍‌ବସ୍‌ର ଆଉ ଏକ ଯୋଡ଼ି ‘ପାହିରା’। ଅଭିନେତା ପାରସ ଛାବଡା-ମାହିରା ଶର୍ମାଙ୍କ ଯୋଡ଼ି ଏବେ ପରଦାରେ ନଜରକୁ ଆସିବ। ଉଭୟଙ୍କ କିଛି ଫଟୋ...

ଫେବୃୟାରୀରେ ୩୦ତମ ଫିଲ୍ମର ଶୁଟିଂ ଆରମ୍ଭ କରିବେ ଜୁନିୟର ଏନଟିଆର

ମୁମ୍ବାଇ: ଏବେ ଦର୍ଶକଙ୍କ ହୃଦୟରେ ଛାଇ ଯାଇଛନ୍ତି ସାଉଥ ଷ୍ଟାର ଜୁନିୟର ଏନଟିଆର । ମୁଭି ‘ଆରଆରଆର’ର ସଫଳତା ପରେ ଦର୍ଶକେ ତାଙ୍କ ଆଗାମୀ ଫିଲ୍ମକୁ...

ଏରିକାଙ୍କୁ ଛାଡ଼ି ଏବେ ଆରିୟାଙ୍କ ପ୍ରେମରେ ପାର୍ଥ

ମୁମ୍ବାଇ: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ରେ ନାଏକ ସାଜିଥିବା ପାର୍ଥ ସମନ୍ଥାନ ଗୋଟିଏ ପରେ ଗୋଟିଏ ପ୍ରେମିକା ବଦଳାଉଛନ୍ତି। ନିକଟରେ ସେ ଏରିକାଙ୍କ...

ବିରାଟଙ୍କ ଏହି ଗୁଣ ମୋତେ ଆଶ୍ଚର୍ଯ୍ୟ କରିଛି: ଅନୁଷ୍କା

ଆଇସିସି ବିଶ୍ୱକପ୍‌ରେ ଭାରତ ସେମିଫାଇନାଲରୁ ବିଦାୟ ନେବା ପରେ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ଏବେ ଖୁବ୍‌ ଆଲୋଚନା ଚାଲିଛି। ସାଥୀ ଖେଳାଳି ରୋହିତ ଶର୍ମାଙ୍କ...

ଥ୍ରୋ-ବ୍ୟାକ୍‌ ଫଟୋ ଶେୟାର କଲେ କଙ୍ଗନା

ମୁମ୍ବାଇ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଇନ୍‌ଷ୍ଟାଗ୍ରାମରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଏବଂ ବ୍ରିଟେନର ରାଣୀ ଏଲିଜାବେଥ୍‌ଙ୍କ କଳାଧଳା ଫଟୋ ପୋଷ୍ଟ କରିଛନ୍ତି। ଉଭୟ...

Advertisement
Archives

Model This Week