ଘରକୁ କେବେ ଆସିବ? ଉତ୍ତରରେ ଦୀପିକାଙ୍କୁ ରଣବୀର କହିଲେ…

ମୁମ୍ବାଇ: ସୁନ୍ଦରୀ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ବଲିଉଡ୍‌ର ମୋଷ୍ଟ ସେଲିବ୍ରିଟି କପଲ ଭାବେ ଜଣାଶୁଣା। ଜଣେ ଜଣଙ୍କୁ ବହୁତ ଭଲପାଆନ୍ତି। ଏବେ ରଣବୀର ଇନ୍‌ଷ୍ଟାଗ୍ରାମରେ ଲାଇଭ୍‌ରେ ଆସି ପ୍ରଶଂସକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି। ଏଥିରେ ରଣବୀର ଏବଂ ଦୀପିକାଙ୍କ କଥାବାର୍ତ୍ତା ପ୍ରଶଂସକଙ୍କୁ ବହୁତ ପସନ୍ଦ ଆସିଛି।

ଏହି ଲାଇଭ୍‌ରେ ଅର୍ଜୁନ କପୁର, ଆଲିଆ ଭଟ୍ଟ ଏବଂ ଅନ୍ୟ କଳାକାରମାନେ ରଣବୀରଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ଯାହାର ଉତ୍ତର ସବୁ ରଣବୀର ବେଶ୍‌ ମଜାଳିଆ ଢଙ୍ଗରେ ଦେଇଛନ୍ତି। ଅର୍ଜୁନ କପୁର ରଣବୀରଙ୍କୁ ପଚାରିଛନ୍ତି, ତୁମେ ଏତେ ସେକ୍ସି କେମିତି ହେଲ ବାବା? ଏହାର ଉତ୍ତରରେ ରଣବୀର କହିଛନ୍ତି, ତୁମଠୁ ଟ୍ରେନିଂ ପାଇ। ପ୍ରିୟ ଗୀତ କ’ଣ ପଚାରିବାରୁ ରଣବୀର କହିଲେ ‘ମେରି ପ୍ୟାଣ୍ଟ୍‌ ଭି ସେକ୍ସି’।

ଦୀପିକା ବି ସ୍ବାମୀଙ୍କୁ ପଚାରିଥିଲେ ଘରକୁ କେବେ ଆସିବ? ରଣବୀର ମଧ୍ୟ କିଛି କମ୍‌ ନୁହନ୍ତି, ସେ କହିଥିଲେ ଖାଇବା ଗରମ କରି ରଖ ବେବି। ମୁଁ ପହଞ୍ଚୁଛି। ଦୀପିକା କହିଥିଲେ ଗୋଟିଏ ଶବ୍ଦରେ ସ୍ତ୍ରୀକୁ ନିଜ ପରିଭାଷାରେ ଲେଖ। ଏହାର ଉତ୍ତରରେ ରଣବୀର ଲେଖିଥିଲେ ‘ରାଣୀ’। ଦୀପିକା ରଣବୀରଙ୍କ ଏହି କଥାବାର୍ତ୍ତାକୁ ପ୍ରଶଂସକ ଖୁବ୍‌ ପସନ୍ଦ କରିବା ସହ ମଜା ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri