Posted inଖେଳ

ଦୀପିକା ଭାରି ନର୍ଭସ, ମୁଁ ତାଙ୍କ ସହ ରହିବାକୁ ଚାହୁଁଛି: କାହିଁକି ଏମିତି କହିଲେ ରଣବୀର

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ଅନେକ ଅଭିନେତ୍ରୀଙ୍କୁ ପଚରାଉଚରା କରୁଛି। ସାରା ଅଲି ଖାନ, ରକୁଲ ପ୍ରୀତ ସିଂ, ଶ୍ରଦ୍ଧା କପୁର ଏବଂ ଦୀପିକା ପାଦୁକୋନଙ୍କୁ ମଧ୍ୟ ପଚରାଉଚରା ପାଇଁ ଡକାଯାଇଛି। ଏହି ସମୟରେ ଦୀପିକା ପାଦୁକୋନ ଗୋଆରୁ ମୁମ୍ବାଇରେ ପହଞ୍ଚିଛନ୍ତି। ତାଙ୍କ ସହ ସ୍ବାମୀ ରଣବୀର ସିଂ ମଧ୍ୟ ଥିଲେ। ରଣବୀର ସିଂ ଏନସିବିକୁ ନିବେଦନ କରିଛନ୍ତି ଯେ, ସେ ପଚରାଉଚରା ବେଳେ ଦୀପିକାଙ୍କ ସହ ରହିବାକୁ ଚାହୁଁଛନ୍ତି। ଦୀପିକା ବେଳେବେଳେ ନର୍ଭସ ହୋଇଯାଆନ୍ତି। ତେଣୁ ତାଙ୍କୁ ସେମାନଙ୍କ ସହିତ ରହିବାକୁ ଅନୁମତି ଦିଆଯିବା ଉଚିତ୍‌। ଆଇନଗତ ନିୟମ ଅନୁଯାୟୀ ଅନୁସନ୍ଧାନ ସମୟରେ ସେ ରହିପାରିବେ ନାହିଁ, ତଥାପି ଏନସିବି କାର୍ଯ୍ୟାଳୟ ଭିତରେ ରହିବାକୁ ମୋତେ ଅନୁମତି ଦିଆଯିବା ଉଚିତ ବୋଲି ରଣବୀର କହିଛନ୍ତି। ସୁଶାନ୍ତ ସିଂ ଆତ୍ମହତ୍ୟା ମାଲାରେ ଛନ୍ଦି ହୋଇପଡିଥିବା ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କୁ ଡଗ୍ସ ମାମଲାରେ ଗିରଫ କରାଯାଇଛି। ତାଙ୍କୁ ପଚରାଉଚରା ବେଳେ ସେ କିଛି ଅଭିନେତ୍ରୀଙ୍କ ନାଁ ନେଇଥିଲେ। ଫଳରେ ଏନସିବି ବଲିଉଡ୍‌ ଡ୍ରଗ୍ସ ଚେନ୍‌କୁ ଖୋଜିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri