Posted inଖେଳ

ଦୀପିକା ଭାରି ନର୍ଭସ, ମୁଁ ତାଙ୍କ ସହ ରହିବାକୁ ଚାହୁଁଛି: କାହିଁକି ଏମିତି କହିଲେ ରଣବୀର

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ଅନେକ ଅଭିନେତ୍ରୀଙ୍କୁ ପଚରାଉଚରା କରୁଛି। ସାରା ଅଲି ଖାନ, ରକୁଲ ପ୍ରୀତ ସିଂ, ଶ୍ରଦ୍ଧା କପୁର ଏବଂ ଦୀପିକା ପାଦୁକୋନଙ୍କୁ ମଧ୍ୟ ପଚରାଉଚରା ପାଇଁ ଡକାଯାଇଛି। ଏହି ସମୟରେ ଦୀପିକା ପାଦୁକୋନ ଗୋଆରୁ ମୁମ୍ବାଇରେ ପହଞ୍ଚିଛନ୍ତି। ତାଙ୍କ ସହ ସ୍ବାମୀ ରଣବୀର ସିଂ ମଧ୍ୟ ଥିଲେ। ରଣବୀର ସିଂ ଏନସିବିକୁ ନିବେଦନ କରିଛନ୍ତି ଯେ, ସେ ପଚରାଉଚରା ବେଳେ ଦୀପିକାଙ୍କ ସହ ରହିବାକୁ ଚାହୁଁଛନ୍ତି। ଦୀପିକା ବେଳେବେଳେ ନର୍ଭସ ହୋଇଯାଆନ୍ତି। ତେଣୁ ତାଙ୍କୁ ସେମାନଙ୍କ ସହିତ ରହିବାକୁ ଅନୁମତି ଦିଆଯିବା ଉଚିତ୍‌। ଆଇନଗତ ନିୟମ ଅନୁଯାୟୀ ଅନୁସନ୍ଧାନ ସମୟରେ ସେ ରହିପାରିବେ ନାହିଁ, ତଥାପି ଏନସିବି କାର୍ଯ୍ୟାଳୟ ଭିତରେ ରହିବାକୁ ମୋତେ ଅନୁମତି ଦିଆଯିବା ଉଚିତ ବୋଲି ରଣବୀର କହିଛନ୍ତି। ସୁଶାନ୍ତ ସିଂ ଆତ୍ମହତ୍ୟା ମାଲାରେ ଛନ୍ଦି ହୋଇପଡିଥିବା ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କୁ ଡଗ୍ସ ମାମଲାରେ ଗିରଫ କରାଯାଇଛି। ତାଙ୍କୁ ପଚରାଉଚରା ବେଳେ ସେ କିଛି ଅଭିନେତ୍ରୀଙ୍କ ନାଁ ନେଇଥିଲେ। ଫଳରେ ଏନସିବି ବଲିଉଡ୍‌ ଡ୍ରଗ୍ସ ଚେନ୍‌କୁ ଖୋଜିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସିସିଆଇ ଆପେକ୍ସ କାଉନସିଲ ବୈଠକ: ସେସନ କ୍ୟାଲେଣ୍ଡର, ଏଥିକ୍ସ ଅଫିସର ନିଯୁକ୍ତି ନେଇ ଆଲୋଚନା

ନୂଆଦିଲ୍ଲୀ,୧୬।୨(ପି.ଟି.)- ଏଠାରେ ରବିବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦ୍ୱିତୀୟ ଆପେକ୍ସ କାଉନସିଲ ବୈଠକ ବସିବ। ଏଥିରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ।...

ରେଷ୍ଟୁରାଣ୍ଟ ଭିଡିଓ ଭାଇରାଲ: ରୋହିତଙ୍କ ସେମେତ ୫ ଖେଳାଳି ଆଇସୋଲେଶନରେ

ମେଲବୋର୍ନ,୩।୧(ପି.ଟି.): ଉପଅଧିନାୟକ ରୋହିତ ଶର୍ମାଙ୍କ ସମେତ ୫ଜଣ ଭାରତୀୟ ଖେଳାଳିଙ୍କୁ ମେଲବୋର୍ନରେ ଆଇସୋଲେଶନରେ ରଖାଯାଇଛି। ଜୈବ ସୁରକ୍ଷା ପ୍ରୋଟୋକଲର ସମ୍ଭାବ୍ୟ ଉଲ୍ଲଂଘନ ପାଇଁ ଉଦୀୟମାନ ଓପନର...

ସର୍ବଭାରତୀୟ ପୋଲିସ ହକି ଉଦ୍‌ଘାଟିତ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): କଲିଙ୍ଗ ଷ୍ଟାଡିୟମ୍‌ରେ ସୋମବାରଠାରୁ ଆରମ୍ଭ ହୋଇଛି ୬୮ ତମ ସର୍ବଭାରତୀୟ ପୋଲିସ ହକି ପ୍ରତିଯୋଗିତା। ପୋଲିସ ଡିଜି ଅଭୟ ସପ୍ତମ ବାଟାଲିୟନରେ ଏହାକୁ ଉଦ୍‌ଘାଟନ...

ପଦାର୍ପଣ କଲେ ମହିଳା ଅମ୍ପାୟର

ନୂଆଦିଲ୍ଳୀ,୧୧ା୧ (ପି.ଟି.): ରଣଜୀ ଟ୍ରଫି ଇତିହାସରେ ପ୍ରଥମ ଥର ପାଇଁ ଅମ୍ପାୟର ଭୂମିକାରେ ମ୍ୟାଚ ପରିଚାଳନା କରିଥିଲେ ୩ ଜଣ ମହିଳା। ଜଣେ ପୂର୍ବତନ ସ୍କୋରର,...

ଆଜି ଆଇପିଏଲ୍‌ ନିଲାମି

ନୂଆଦିଲ୍ଲୀ,୨୩ା୧୨: ମାର୍ଚ୍ଚ ମାସ ସୁଦ୍ଧା ଟି୨୦ କ୍ରିକେଟ ମହାକୁମ୍ଭ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବ। ଟୁର୍ନାମେଣ୍ଟ ପୂର୍ବରୁ ଶୁକ୍ରବାର ଅନୁଷ୍ଠିତ ହେବ ମିନି...

ଦକ୍ଷିଣ ଆଫ୍ରିକା କୋଚ୍‌ ପଦରୁ ଗିବସନ ବିଦା

ଜୋହାନ୍ସବର୍ଗ,୫ା୮- ଦକ୍ଷିଣ ଆଫ୍ରିକା ଦଳର ମୁଖ୍ୟ କୋଚ୍‌ ଓଟିସ ଗିବସନଙ୍କ ସମେତ ପୂରା କୋଚିଂ ଟିମ୍‌ ଓ ମ୍ୟାନେଜମେଣ୍ଟ ଷ୍ଟାଫଙ୍କୁ ବିଦା କରିଥିବା କ୍ରିକେଟ ଦକ୍ଷିଣ...

ସିରିଜ୍‌ ବିଜୟ ପରେ ଏମିତି କହିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୭।୧୨; ଟିମ ଇଣ୍ଡିଆ ଟି -୨୦ସିରିଜରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛ। ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ରବିବାର ଅଷ୍ଟ୍ରେଲିଆକୁ ୬...

ଅଧିନାୟକ କୋହଲିଙ୍କ ରେକର୍ଡ

ପୁଣେ, ୧୧ା୧ (ପି.ଟି.)-ଅଧିନାୟକଭାବେ ବିରାଟ କୋହଲି ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି୨୦ରେ ସେ ୨୬ ରନ କରିବା ଅବସରରେ...

Advertisement
Archives

Model This Week