ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଦୀପିକା

ବମ୍ବେ: ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ୍‌। ଅସହଜ ଅନୁଭବ କରିବା ସହ ତାଙ୍କୁ ଅଣନିଃଶ୍ୱାସୀ ଲାଗିବାରୁ ସୋମବାର ସନ୍ଧ୍ୟାରେ ଅଭିନେତ୍ରୀଙ୍କୁ ବମ୍ବେର ବ୍ରିଚ୍‌ କୈଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ବିଭିନ୍ନ ସ୍ବାସ୍ଥ୍ୟପରୀକ୍ଷା କରାଯାଇଥିଲା। ଏବେ ତାଙ୍କର ଅବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି। ସେ ସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି।

ତେବେ କିଛି ମାସ ପୂର୍ବେ ଦୀପିକାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଏକ ଫିଲ୍ମର ଶୁଟିଂ ବେଳେ ନିଃଶ୍ୱାସ ନେବାରେ ଅସୁବିଧା ହେଉଥିବା ଅଭିଯୋଗ କରିଥିଲେ। ପରେ ଗୋଟିଏ ଦିନ ତାଙ୍କର ଚିକିତ୍ସା କରାଯାଇଥିଲା। କୋଭିଡରୁ ସୁସ୍ଥ ହୋଇଥିବା ଯୋଗୁ ସେ ସେଭଳି ଅନୁଭବ କରୁଥିବା ଡାକ୍ତର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri